Odisha school-College: ସ୍କୁଲ ଓ କଲେଜ ପିଲାଙ୍କ ପାଇଁ ବଡ଼ ଘୋଷଣା, ସରକାର କହିଲେ…

ଭୁବନେଶ୍ୱର,୪।୩: ଆସନ୍ତକାଲି ଅର୍ଥାତ୍‌ ମାର୍ଚ୍ଚ ୫ରେ ସ୍କୁଲ ଓ କଲେଜ ଖୋଲା ନା ବନ୍ଦ ରହିବ ଏନେଇ ଆସିଛି ବଡ଼ ଅପଡେଟ୍‌। ଗଣଶିକ୍ଷା ବିଭାଗ ପରେ ବର୍ତ୍ତମାନ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଜାରି କରିଛି।

Image

ଆସନ୍ତାକାଲି ସବୁ ସ୍କୁଲ ଓ କଲେଜ ଖୋଲା ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଗଣଶିକ୍ଷା ବିଭାଗ ପରେ ଉଚ୍ଚଶିକ୍ଷା ବିଭାଗ ଏନେଇ ନିର୍ଦ୍ଦେଶ ଦେଇଛି। ଉଚ୍ଚ ଶିକ୍ଷା ଅଧୀନରେ ଆସୁଥିବା ସମସ୍ତ ଶିକ୍ଷାନୁଷ୍ଠାନ ଖୋଲା ରହିବ ବୋଲି ନୋଟିସରେ କୁହାଯାଇଛି। ସବୁ ସ୍କୁଲ ଖୋଲା ରହିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଖୋଲା ରହିବ। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫ ଛୁଟି ରହୁଥିଲା।ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳିବାକୁ ସୋମବାର ନିଷ୍ପତ୍ତି ହୋଇଥିଲା।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଥିଲା କି, ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ପ୍ରତି ବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ଜାତୀୟ ଓ ରାଜ୍ୟସ୍ତରରେ ଥିବା ଅସହଂତିକୁ ଦୂର କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର…

ଟେଷ୍ଟ କ୍ରିକେଟ୍‌ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍‌: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri