Posted inଜାତୀୟ

ବଡ଼ ଘୋଷଣା: ମିଳିବ ମାଗଣା…

ଚଣ୍ଡିଗଡ଼,୨୯ା୯: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଶନିବାର କଂଗ୍ରେସ ନିର୍ବାଚନୀ ଇସ୍ତାହାର ଜାରି କରିଛି। ଏଥିରେ କୃଷକମାନଙ୍କ କଲ୍ୟାଣ ପାଇଁ କମିଶନ ଗଠନ ସମେତ ଶହୀଦ ଯବାନଙ୍କ ପରିବାରକୁ ୨ କୋଟି ଟଙ୍କା ଆର୍ଥତ୍କ ସହାୟତା, ନିଯୁକ୍ତି ସୃଷ୍ଟି ଲାଗି ଶ୍ରମକୈନ୍ଦ୍ରିକ ଶିଳ୍ପସଂସ୍ଥାର ପ୍ରସାର ଏବଂ ହରିୟାଣା ସଂଖ୍ୟାଲଘୁ କମିଶନ ଗଠନ ପ୍ରତିଶ୍ରୁତି ଦିଆଯାଇଛି। ଇସ୍ତାହାର ଉନ୍ମୋଚନ ଅବସରରେ ହରିୟାଣା ପିସିସି ସଭାପତି ଉଦୟୀ ଭାନ୍‌, ବିରୋଧୀ ଦଳ ନେତା ଭୂପିନ୍ଦର ସିଂ ହୁଡ଼ା, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପ୍ରମୁଖ ଉପସ୍ଥିତ ଥିଲେ।
ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ଆଇନଗତ ଗ୍ୟାରେଣ୍ଟି, ଜାତିଗତ ସର୍ଭେ, ୫୦୦ ଟଙ୍କାରେ ଏଲ୍‌ପିଜି ଗ୍ୟାସ୍‌, ସମସ୍ତ ମହିଳାଙ୍କୁ ମାସିକ ୨,୦୦୦ ଟଙ୍କା, ବୃଦ୍ଧାବୃଦ୍ଧ, ଭିନ୍ନକ୍ଷମ ଏବଂ ବିଧବାଙ୍କ ପାଇଁ ୬,୦୦୦ ଟଙ୍କା ମାସିକ ଭତ୍ତା, ୨ ଲକ୍ଷ ସରକାରୀ ନିଯୁକ୍ତି, ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଏବଂ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ବିନା ମୂଲ୍ୟରେ ଯୋଗାଇ ଦେବାକୁ କଂଗ୍ରେସ ପୂର୍ବରୁ ପ୍ରତିଶ୍ରୁତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri