ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପୁନର୍ଗଠନ ହେବ SHG, ଏଥିରେ ଯୋଡ଼ି ହେବେ…

ଭୁବନେଶ୍ୱର,୭ା୪: SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡ଼ିଥିଲେ। ଏବେ ସମସ୍ତଙ୍କୁ GPL ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ। ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି ସେମାନଙ୍କୁ ବାହାର କରି ନୂଆମାନଙ୍କୁ ସୁଯୋଗ ମିଳିବବ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri