Posted inଖେଳ

ଫୁଟ୍‌ବଲ ମହାସଂଘର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧ା୧୦: ନିକଟରେ ଏଏଫ୍‌ସି ୧୭ ବର୍ଷରୁ କମ୍‌ ଏସିଆ କପ୍‌ ପାଇଁ ପ୍ରଥମଥର ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ମହିଳା ଦଳ ଲାଗି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ(ଏଆଇଏଫ୍‌ଏଫ୍‌) ମଙ୍ଗଳବାର ୨୫,୦୦୦ ଆମେରିକୀୟ ଡଲାର ପୁରସ୍କାର ଘୋଷଣା କରିଛି।

ଭାରତ ବିଶ୍‌କେକ୍‌ଠାରେ ଗତ ସପ୍ତାହରେ ଉଭୟ କିର୍‌ଗିଜ୍‌ସ୍ତାନ ଓ ଉଜ୍‌ବେକିସ୍ତାନକୁ ସମାନ ୨-୧ ଗୋଲ୍‌ ବ୍ୟବଧାନରେ ପରାସ୍ତକରି ଗ୍ରୁପ୍‌ ‘ଜି’ର ଶୀର୍ଷ ସ୍ଥାନରେ ରହିଥିଲା। ଫଳରେ ଏହି ବୟସ ବର୍ଗରେ ଭାରତ ପ୍ରଥମଥର ମହାଦେଶୀୟ ଯୋଗ୍ୟତା ହାସଲ କରିପାରିଛି। ଭାରତର ୧୭ ବର୍ଷରୁ କମ୍‌ ଦଳ ୨୦୦୫ ଏସିଆ କପ୍‌ରେ ମଧ୍ୟ ଅଂଶଗ୍ରହଣ କରିଥିଲା। ସେତେବେଳେ ଯୋଗ୍ୟତା ପର୍ଯ୍ୟାୟ ବ୍ୟବସ୍ଥା ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ବିଜେଡିରେ ଯୁବନେତା କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri