ସରକାରଙ୍କ ବଡ଼ ଘୋଷଣା: ଏହି ଦିନ ଛୁଟି ରହିବ ସରକାରୀ ଅଫିସ୍‌!

ଭୁବନେଶ୍ୱର,୨୩ା୮(ରବିନାରାୟଣ ଜେନା):ପ୍ରତିବର୍ଷ ପଶ୍ଚିମ ଓଡ଼ିଶାର ନୂଆଁଖାଇ ପରଦିନ ସରକାରୀ ଛୁଟି ଲାଗି ଦାବି ହୋଇ ଆସୁଥିଲା। ଏପରି କି ପୂର୍ବ ବର୍ଷଗୁଡ଼ିକରେ ଭାଜପା ବିରୋଧୀଦଳରେ ଥିବାବେଳେ ଏହି ଦିନକୁ ସରକାରୀ ଛୁଟିି ପାଇଁ ଅଡ଼ି ବସିଥିଲା। ହେଲେ ତାହା ସମ୍ଭବ ହୋଇପାରୁ ନ ଥିବାବେଳେ ଶୁକ୍ରବାର ଏନେଇ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜସ୍ବମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏସଂକ୍ରାନ୍ତରେ ବିଭାଗୀୟ ଅତିରିକ୍ତ ସଚିବଙ୍କୁ ପତ୍ର ଲେଖି ଫାଇଲ କାର୍ଯ୍ୟ କରିବାକୁ କହିଛନ୍ତି। ଏଥିରୁ ଚଳିତବର୍ଷ ନୂଆଁଖାଇ ପରଦିନକୁ ସରକାର ଛୁଟି ଘୋଷଣା କରିପାରନ୍ତି ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ସମୟ ପରେ ଆସିବ ୪ ରାଜ୍ୟ ସହ ପଣ୍ଡିଚେରୀର ଫଳାଫଳ, ପଶ୍ଚିମବଙ୍ଗ ଉପରେ ସାରା ଦେଶର ନଜର

ନୂଆଦିଲ୍ଲୀ,୪ା୫: ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳମ୍‌ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀ ବିଧାନସଭା ନିର୍ବାଚନର ଭୋଟଗଣତି ସୋମବାର ହେବ। କିନ୍ତୁ ସାରା ଦେଶର ନଜର ପଶ୍ଚିମବଙ୍ଗ ଫଳାଫଳ…

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri