ସରକାରଙ୍କ ବଡ଼ ଘୋଷଣା, ଏମାନଙ୍କର ବଢିବ ପେନଶନ!

ନୂଆଦିଲ୍ଲୀ,୩୦।୧: ୟୁନିଅନ ବଜେଟ ୨୦୨୫ରେ, ସରକାର କର୍ମଚାରୀଙ୍କ ପାଇଁ ଏକ ବଡ ପଦକ୍ଷେପ ନେଇପାରନ୍ତି ବୋଲି ବେଶ ଚର୍ଚ୍ଚା ହେଉଛି। ଶୁଣିବାକୁ ମିଳୁଛି ଯେ ଏଥର ବଜେଟରେ ସରକାର EPFO ପେନଶନ ବୃଦ୍ଧି କରିପାରନ୍ତି। EPFOର ସର୍ବନିମ୍ନ ପେନଶନ ୧୦୦୦ ରୁ ୭୫୦୦ ଟଙ୍କାକୁ ବୃଦ୍ଧି ହେବାର ସମ୍ଭାବନା ରହିଛି। ବିଶେଷଜ୍ଞମାନେ କହୁଛନ୍ତି କି, ଏହି ବୃଦ୍ଧି ଆବଶ୍ୟକ ଯାହାଦ୍ୱାରା ପେନଶନଧାରୀମାନେ ଆର୍ଥିକ ଆରାମ ଏବଂ ସାମାଜିକ ସମାନତା ପାଇପାରିବେ।

କେନ୍ଦ୍ର ସରକାର ଫେବୃଆରୀ ୧ରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଏଥର ବଜେଟରେ କର୍ମଚାରୀଙ୍କ ପାଇଁ ଏକ ବଡ଼ ଖବର ଦେଇପାରନ୍ତି ବୋଲି କୁହାଯାଉଛି। କର୍ମଚାରୀ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (EPFO) ରେ ପେନସନ ବୃଦ୍ଧି ହେବାର ସମ୍ଭାବନା ଅଛି ବୋଲି କୁହାଯାଉଛି। ଆଗାମୀ ୟୁନିୟନ ବଜେଟରେ EPFO ସର୍ବନିମ୍ନ ପେନସନକୁ ୧୦୦୦ ରୁ ୭୫୦୦ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ଆଶା କରାଯାଉଛି। ଏହି ଚାହିଦା ଦୀର୍ଘ ସମୟ ଧରି ବିଚାରାଧୀନ ଅଛି।

ତେବେ ଚର୍ଚ୍ଚା ହେଉଥିଲା କି, ମାସିକ ୧୦୦୦ ଟଙ୍କା ପେନଶନ ଅନୁପଯୁକ୍ତ ବୋଲି କୁହାଯାଇଥିଲା, ବିଶେଷକରି ଯେଉଁମାନେ ୪୦ ବର୍ଷ କାମ କରିଥିଲେ ସେମାନଙ୍କ ପାଇଁ।


Enter your email to get our daily news in your inbox.

All Right Reserved By Dharitri.Com

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?