ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏମାନଙ୍କୁ ଆଉ ମିଳିବନି ଚାଉଳ, ଆସନ୍ତା ମାସରୁ…

ଭୁବନେଶ୍ୱର,୧୪।୧୦: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ।ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ। କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି, ସମୟ ବଢ଼େଇଲେ ଆମେ ବଢ଼େଇବୁ।ବାଦ୍‌ ପଡ଼ିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri