ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି ଜଣେ ଚାଷୀଙ୍କ ଟୋକନ ଲାପ୍ସ ଯିବନି ସେଥିପାଇଁ ଗୁରୁତ୍ୱ ଦିଆଯାଇଛି। ଚଳିତ ଖରିଫ ଋତୁରେ ୭୭ ଲକ୍ଷ ମେଟ୍ରିକ ଟନ ଧାନ କିଣା ସରିଲାଣି। ୧୮ ଲକ୍ଷ ୬୪ ହଜାର ଚାଷୀ ଧାନ ବିକ୍ରି କରି ସାରିଲେଣି। ଚାଷୀଙ୍କ ଖାତାକୁ ୨୨ ହଜାର ୮୮୪ କୋଟି ଟଙ୍କା ଯାଇ ସାରିଲାଣି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri