ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ…

ଭୁବନେଶ୍ୱର,୨୭।୧: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବଡ଼ ଯୋଜନା ଆଣିବାକୁ ସରକାର ଚଳାଇଛନ୍ତି ମାନସ ମନ୍ଥନ।୧ମ ପର୍ଯ୍ୟାୟରେ ଜନଜାତି ଉନ୍ନୟନ ପରିଷଦ ଜିଲାରେ ନିର୍ମାଣ ହେବ।ଏଥିପାଇଁ ୧୦୦ କୋଟିର ବ୍ୟୟ ବରାଦ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ….

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

ପ୍ରଗତି କଲିଜିଏଟ ସ୍କୁଲର ସଫଳତା: ରଜତ ମେହେର ସ୍କୁଲ ଟପ୍ପର

ଭବାନୀପାଟଣା,୩।୫(ଉତ୍ତମ କୁମାର ଦାଶ)- ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ଭବାନୀପାଟଣା ସହର ନିକଟସ୍ଥ ପ୍ରଗତି କଲିଜିଏଟ ସ୍କୁଲ ଅପୂର୍ବ…

ମାଟ୍ରିକ ଫଳାଫଳ: ସଫଳତାର ଶୀର୍ଷରେ ଘନଶ୍ୟାମ-ଏଞ୍ଜେଲିନା, ବିଭିନ୍ନ ମହଲରୁ ଶୁଭେଚ୍ଛା

ଥୁଆମୂଳ ରାମପୁର, ୩ା୫ (ଦୁର୍ଗା କୀର୍ତ୍ତି): ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଶିକ୍ଷା କ୍ଷେତ୍ରରେ ଏକ ନୂତନ…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

ଭୁବନେଶ୍ବରରେ ବଡ଼ ଦୁର୍ଘଟଣା, ଆମ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ

ଭୁବନେଶ୍ବର,୩ା୫: ପୁଣି ଆମ ବସ୍ ନେଲା ଜୀବନ । ଆମ ବସ୍ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ…

ସାନ ଭାଇକୁ ହତ୍ୟା କରି କୂଅରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ମର୍ମାହତ ହୋଇ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ବଡ଼ ଭାଇ

ଜୟପୁର,୩ା୫: ରାଜସ୍ଥାନର ବାଲୋତରା ଜିଲାରେ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କୁ ଅପହରଣ କରି ପିଟି ପିଟି ହତ୍ୟା କରିଛନ୍ତି । ପ୍ରମାଣ ନଷ୍ଟ କରିବା ପାଇଁ ତାଙ୍କ ମୃତଦେହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri