ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ଜାନୁଆରୀ ମାସରୁ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଗୁରୁବାର ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ସହାୟକ ରାଶି ପ୍ରଦାନ ନେଇ ବିଜ୍ଞପ୍ତି ଜାରି କରାଯାଇଛି।

ତେବେ ରାଜ୍ୟରେ ବର୍ତ୍ତମାନ ୫୫ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ। ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri