ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍‌ରିଟିଜ୍‌(ଏଆଇଏଏମ୍‌) ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହି ସଂଗଠନର ଉଦ୍ଦେଶ୍ୟ ଭାରତୀୟ-ଆମେରିକାରେ ପ୍ରବାସୀଙ୍କ ମଧ୍ୟରେ ସଂଖ୍ୟାଲଘୁଙ୍କୁ ଏକତ୍ର କରିବା ଏବଂ ସେମାନଙ୍କ ଅଧିକାର ପାଇଁ କାର୍ଯ୍ୟ କରିବା।

ସଂଗଠନର ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂଖ୍ୟାଲଘୁ ଉନ୍ନତି ପାଇଁ ଡକ୍ଟର ‘ମାର୍ଟିନ ଲୁଥର୍‌ କିଙ୍ଗ ଜୁନିଅର ଗ୍ଲୋବାଲ ଶାନ୍ତି ପୁରସ୍କାର’ରେ ସମ୍ମାନିତ କରାଯାଇଥିଲା। ଅନ୍ତର୍ଭୂକ୍ତ ବିକାଶ ତଥା ସଂଖ୍ୟାଲଘୁ କଲ୍ୟାଣ ଦିଗରେ ତାଙ୍କର ଉଦ୍ୟମ ପାଇଁ ୱାଶିଂଟନ ଆଡଭେଣ୍ଟିଷ୍ଟ ୟୁନିଭରସିଟି ଏବଂ ଏଆଇଏମ ଦ୍ୱାରା ପିଏମ ମୋଦିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

ଏଆଇଏଏମ୍‌ ଗଠନର ଏକ ପ୍ରମୁଖ ଲକ୍ଷ୍ୟ ହେଉଛି ଆମେରିକାରେ ଭାରତୀୟ-ଆମେରିକୀୟମାନଙ୍କର ଏକତା ସୁନିଶ୍ଚିତ କରିବା। ଏଆଇଏଏମ୍‌ ଶିଖ ଦାନକର୍ତ୍ତା ଜସଦୀପ ସିଂଙ୍କୁ ଏହାର ପ୍ରତିଷ୍ଠାତା ତଥା ରାଷ୍ଟ୍ରପତି ଭାବରେ ନିଯୁକ୍ତ କରିଛି। ଏହା ବ୍ୟତୀତ ଏହାର ସାତ ସଦସ୍ୟ ବିଶିଷ୍ଟ ନିର୍ଦ୍ଦେଶକ ବୋର୍ଡରେ ବଲଜିନ୍ଦର ସିଂ, ସୁଖପାଲ ଧାନୋଆ (ଶିଖ), ପୱନ ବେଜୱାଡା, ଇଲିଶା ପୁଲିଭାର୍ଟି (ଖ୍ରୀଷ୍ଟିଆନ), ଦୀପକ ଠାକୁର (ହିନ୍ଦୁ), ଜୁନାଦ କାଜୀ (ମୁସଲମାନ) ଏବଂ ନିସିମ ରୁବେନ (ଯିହୁଦୀ) ଅଛନ୍ତି।

୨୦୨୭ ସୁଦ୍ଧା ଏକ ବିକଶିତ ଭାରତ ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍ଷ୍ୟରେ ସଂଗଠନର ଭୂମିକା ଉପରେ ଏଆଇଏଏମ୍‌ ସଭାପତି ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?