Posted inଜାତୀୟ

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା ରହିବ ନାହିଁ । ସମସ୍ତଙ୍କୁ ମିଳିବ କନଫର୍ମ ଟିକେଟ। ଏମିତି ବ୍ୟବସ୍ଥା କରୁଛନ୍ତି କେନ୍ଦ୍ର ସରକାର । ଏନେଇ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଆଗାମୀ ୫ ବର୍ଷରେ ଭିତରେ ସରକାର ଏପରି ବ୍ୟବସ୍ଥା କରିଛନ୍ତି ଯେଉଁଥିରେ, ଯାତ୍ରୀ ଆବେଦନ କରିବା କ୍ଷଣି କନଫର୍ମ ଟିକେଟ ପାଇ ପାରିବେ । ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରତିଶ୍ରୁତି ଦେଇଥିବା ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri