Posted inଜାତୀୟ

Railway Budget 2025: ରେଳ ବଜେଟ୍‌କୁ ନେଇ ବଡ଼ ଘୋଷଣା, ଚାଲିବ ଏତେ ଟ୍ରେନ, ଓଡ଼ିଶାକୁ…

ନୂଆଦିଲ୍ଲୀ,୨।୨: ସଂସଦରେ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ବଜେଟ ଆଗତ ହେବା ପରେ ପରେ ରେଳ ବଜେଟ ଘୋଷଣା କରାଯାଇଛି । କେନ୍ଦ୍ର ଅର୍ଥ ମନ୍ତ୍ରୀ ର୍ନିମଳା ସୀତାରାମନ ସଂସଦରେ ବଜେଟ ଉପସ୍ଥାପନର କରିଥିଲେ । ଆଉ ଏହାର କିଛି ସମୟ ପରେ ରେଳ ବଜେଟ ଘୋଷଣା କରାଯାଇଛି । ମୋଟ ୨.୫୨ ଲକ୍ଷ କୋଟି ଟଙ୍କାର ରେଳ ବଜେଟ ଘୋଷଣା କରାଯାଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବେଷ୍ଣବ ରେଳ ବଜେଟ ଘୋଷଣା କରିଛନ୍ତି ।

ଏଥର ରେଳ ବଜେଟରେ ବିଶେଷ କରି ଯାତ୍ରୀ ନିରାପତ୍ତା ଓ ବିଦ୍ୟୁତକରଣ ଉପରେ ଫୋକସ କରାଯାଇଛି । ଦେଶରେ ଚାଲିବ ୧୦୦ ନୂଆ ‘ଅମୃତ ଭାରତ’ ଏବଂ ୫୦ଟି ‘ନମୋ ଭାରତ’ ଟ୍ରେନ । ସେହିଭଳି ଆଉ ୨୦୦ଟି ‘ବନ୍ଦେ ଭାରତ’ ଟ୍ରେନ ଗଡ଼ିବା ନେଇ ନିଷ୍ପତ୍ତି ନେଇଛି ରେଲଓ୍ବେ । ରେଳ ପଥର ଭିତ୍ତିଭୂମି ମଧ୍ୟ ସୁଦୃଢ କରିବା ପାଇଁ ବଜେଟରେ ବ୍ୟବସ୍ଥା କରାଯାଇଛି । ଦେଶରେ ଆଉ ୧ ହଜାର ବ୍ରିଜ ଏବଂ ଅଣ୍ଡର ପାସ ର୍ନିମାଣ କରାଯିବ । ଯେଉଁଠି ଆବଶ୍ୟକତା ଅଛି ସେଠାରେ ଅଗ୍ରାଧିକାର ଭିତ୍ତିରେ ବ୍ରିଜ ଏବଂ ଅଣ୍ଡର ପାସ ର୍ନିମାଣ କରିବାକୁ ଯାଉଛନ୍ତି ସରକାର । କେବଳ ସେତିକି ନୁହେଁ ଯାତ୍ରୀ ନିରାପତ୍ତା ବାବଦରେ ମୋଟ ୧ ଲକ୍ଷ ୧୬ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri