ନାଇଜେରିଆରେ ବଡ଼ ଆକ୍ରମଣ, ଗୁଳି ମାଡ଼ରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ

ଅବୁଜା,୪।୧ : ନାଇଜେରିଆର ଏକ ଗାଁକୁ ବନ୍ଧୁକଧାରୀମାନେ ପୁଣି ଥରେ ଟାର୍ଗେଟ କରିଛନ୍ତି  । ରିପୋର୍ଟ ଅନୁଯାୟୀ ଅତି କମରେ ୩୦ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଅନ୍ୟପଟେ ଅନେକଙ୍କୁ ଅପହରଣ କରାଯାଇଥିବା ଜଣାପଡିଛି । ଗତ କିଛି ଦିନ ମଧ୍ୟରେ ଉତ୍ତର ନାଇଜେରିଆରେ ଏହା ଦ୍ୱିତୀୟ ଏପରି ଘଟଣା।

ଏହି ଆକ୍ରମଣ ସମ୍ପର୍କରେ ସ୍ଥାନୀୟ କ୍ୟାଥୋଲିକ ଚର୍ଚ୍ଚ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛି । ଚର୍ଚ୍ଚ କହିଛି ଯେ ବନ୍ଧୁକଧାରୀଙ୍କ ଦ୍ୱାରା ହୋଇଥିବା ଏହି ଆକ୍ରମଣରେ ଅତି କମରେ ୪୦ ଜଣ ଲୋକ ପ୍ରାଣ ହରାଇଛନ୍ତି । ବନ୍ଧୁକଧାରୀଙ୍କ ଦ୍ୱାରା ଅପହୃତ ହୋଇଥିବା ଲୋକଙ୍କ ମଧ୍ୟରେ ଶିଶୁ ଏବଂ ମହିଳା ମଧ୍ୟ ଥିଲେ। ନାଇଜେରିଆରେ ଏଭଳି ଆକ୍ରମଣ କିଛି ନୂଆ କଥା ନୁହେଁ । କିଛି ମାସ ପୂର୍ବରୁ, ବନ୍ଧୁକଧାରୀମାନେ ସମାନ ଆକ୍ରମଣରେ ୨୦୦ରୁ ଅଧିକ ସ୍କୁଲ ପିଲା ଏବଂ ସେମାନଙ୍କ ଶିକ୍ଷକଙ୍କୁ ଅପହରଣ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri