ଟାଇଗର ଶ୍ରଫ୍‌ଙ୍କୁ କପି କଲେ ବିଗ୍‌ ବି

ବଲିଉଡ୍‌ର ଆକ୍ସନ ହିରୋଙ୍କ ମଧ୍ୟରୁ ଟାଇଗର ଶ୍ରଫ୍‌ ଅନ୍ୟତମ। ବର୍ତ୍ତମାନ ଏହି ତାଲିକାରେ ଆଉ ଏକ ନୂଆ ନାଁ ଯୋଡି ହୋଇଯାଇଛି। ସେ ହେଲେ ବିଗ୍‌ ବି ଅମିତାଭ ବଚ୍ଚନ। ବର୍ତ୍ତମାନ ବିଗ୍‌ବି ତାଙ୍କ ପ୍ରଂଶସକଙ୍କ ପାଇଁ ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ଅମିତାଭ ଟାଇଗରଙ୍କ ପରି ଏକ୍ରୋବେଟିକ ମୁଭସ୍‌ ସହିତ ଏୟାର କିକ୍‌ କରୁଥିବା ଦେଖାଯାଉଛି। ଏହି ଫଟୋଗୁଡ଼ିକ ସୋସିଆଲ ମିଡିଆରେ ଚହଳ ପକାଇ ଦେଇଛି। ଅମିତାଭ ତାଙ୍କ ଟୁଇଟରରେ ଏଭଳି ଅନେକ ଫଟୋ ଶେୟାର କରିଛନ୍ତି। ସେ ଧଳା ସାର୍ଟ ଓ କଳା ପ୍ୟାଣ୍ଟ ପିନ୍ଧି ଆକ୍ସନ ହିରୋ ଷ୍ଟାଇଲ୍‌ରେ ନଜର ଆସିଛନ୍ତି। ଏହି ଫଟୋଗୁଡିକୁ ଶେୟାର୍‌ କରି ଅମିତାଭ କ୍ୟାପଶନ୍‌ରେ ଲେଖିଛନ୍ତି, ଟାଇଗରଙ୍କୁ ତାଙ୍କର ଫ୍ଲେକ୍ସିବଲ୍‌ କିକ ଦକ୍ଷତା ପାଇଁ ସବୁ ‘ଲାଇକ’ ପାଉଥିବା ଦେଖି ମୁଁ ବି ଭାବିଲି ମୁଁ ମଧ୍ୟ ଏମିତି କିଛି ଲାଇକ ପାଇବା ଆଶାରେ ଏହାକୁ ଚେଷ୍ଟା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ କୁମାରଙ୍କୁ ଏମିତି ଉପହାର ଦେଲେ କପିଲ ଶର୍ମା, ଦର୍ଶକ ହେଲେ ଆଶ୍ଚର୍ଯ୍ୟ

ବଲିଉଡର ଖିଲାଡି ଅକ୍ଷୟ କୁମାର ବହୁ ପ୍ରତୀକ୍ଷିତ ‘ଲକ୍ଷ୍ମୀ ବମ୍‌’ର ପ୍ରମୋସନରେ ଏବେ ବ୍ୟସ୍ତ ଅଛନ୍ତି। ଚଳିତ ସପ୍ତାହରେ ଅକ୍ଷୟ ଟିଭି ଶୋ’ ‘ଦ କପିଲ...

ଟିଭି ଦେଖି ଆକ୍ଟିଙ୍ଗ ଶିଖୁଛନ୍ତି ସନ୍ନି

ମୁମ୍ବାଇ: ବଲିଉଡ୍‌ ବୋଲ୍ଡ କୁଇନ୍‌ ସନ୍ନି ଲିଓନ ଏବେ ସୋସିଆଲ ମିଡିଆରେ ଏକ ଭିଡଓ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଆକ୍ଟିଙ୍ଗ ଶିଖୁଥିବା ଦେଖିବାକୁ ମିଳିଛି।...

ନିଜ ଟୁଇଟର ଆକାଉଣ୍ଟ ଡିଲିଟ୍‌ କଲେ ଅନୁରାଗ

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ ଅନୁରାଗ କାଶ୍ୟପ ଏବେ ତାଙ୍କ ଟୁଇଟର ଆକାଉଣ୍ଟ ଡିଲିଟ କରିଥିବା କହିଛନ୍ତି। ଗ୍ୟାଙ୍ଗସ୍‌ ଅଫ୍‌ ଓ୍ବାସିପୁର, ବ୍ଲାକ ଫ୍ରାଇଡେ ଭଳି...

ନିଜକୁ ଘୃଣା କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ବିଦ୍ୟା ବାଲାନ ଅନେକ ସ୍ମରଣୀୟ ଚରିତ୍ରରେ ଅଭିନୟ କରିଛନ୍ତି। ସେଥିମଧ୍ୟରୁ ‘ଦ ଡର୍ଟି ପିକ୍ଚର୍ସ’ରେ ସିଲ୍କ ସ୍ମିତାଙ୍କ ଚରିତ୍ର ଅନ୍ୟତମ। ଏହି ଫିଲ୍ମ...

ରୋମାନ୍ସ, ସସ୍‌ପେନ୍ସରେ ଭରପୂର ରହିବ ଭାଲେଣ୍ଟାଇନ୍‌ ସପ୍ତାହ: ପରଦାକୁ ଆସୁଛି ଏସବୁ ଫିଲ୍ମ

ବମ୍ବେ: ଆଗକୁ ଆସୁଛି ଭାଲେଣ୍ଟାଇନ୍‌ ଡେ। ଚଳଚ୍ଚିତ୍ର ନିର୍ମାତାମାନେ ଏହାକୁ ଦୃଷ୍ଟିରେ ରଖି ରୋମାନ୍ସ ଏବଂ ସସ୍‌ପେନ୍ସ ଉପରେ ଆଧାରିତ ଏକାଧିକ ଫିଲ୍ମ ଭେଟିଦେବାକୁ ଯାଉଛନ୍ତି।...

ଇନଷ୍ଟାଗ୍ରାମରେ କାଜଲଙ୍କର ୧ କୋଟି ଫଲୋୟର୍ସ

ମୁମ୍ବାଇ: ସୋସିଆଲ ମିଡିଆରେ ବଲିଉଡ୍‌ ସେଲିବ୍ରିଟିଙ୍କର ରହିଛନ୍ତି କୋଟି କୋଟି ପ୍ରଶଂସକ। ତେବେ ନିକଟରେ ଅଭିନେତ୍ରୀ କାଜଲଙ୍କର ଇନଷ୍ଟାଗ୍ରାମ ଫଲୋୟର୍ସଙ୍କ ସଂଖ୍ୟା ୧ କୋଟି ଅତିକ୍ରମ...

କ’ଣ ଦୁବାଇରେ କରିବେ ନିର୍ବନ୍ଧ? ଅର୍ଶୀ କହିଲେ…

ବମ୍ବେ: ଦେଶ ନୁହେଁ ବିଦେଶରେ ନିର୍ବନ୍ଧ କରିବାକୁ ମନ। ଏଥିପାଇଁ ଦୁବାଇକୁ ବାଛିଛନ୍ତି ବିଗ୍‌ ବସ୍‌ ଫେମ୍‌ ଅର୍ଶୀ ଖାଁ। କିଛି ଏଭଳି ଚର୍ଚ୍ଚା କିଛି...

୪୦ ବର୍ଷରେ ପ୍ରଥମ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ, ପୋଷ୍ଟ ଲେଖି ସ୍ବାମୀ କହିଲେ ଏଭଳି

ବମ୍ବେ: ମା’ ହେବାକୁ ଯାଉଛନ୍ତି ଟେଲି ଅଭିନେତ୍ରୀ କିଶ୍ୱର ମର୍ଚାଣ୍ଟ। ଏହି ଖୁସି ଖବରକୁ କିଶ୍ୱରଙ୍କ ସ୍ବାମୀ ସୂୟଶ ରାୟ ସୋସିଆଲ ମିଡିଆରେ ପୋଷ୍ଟ ଲେଖି...

Advertisement
Archives

Model This Week