ଷ୍ଟୁଡେଣ୍ଟ୍‌ଙ୍କ ସହ ମଜାଦାର ଗେମ୍‌ ଖେଳିଲେ ବିଗ୍‌ ବି

ମୁମ୍ବାଇ: ଟେଲିଭିଜନର ଲୋକପ୍ରିୟ ରିଆଲିଟି ଶୋ’ କୌନ ବନେଗା କରୋଡ ପତି ୧୩’ ସିଜିନ ଏବେ ଚାଲିଛି। ଅଂଶଗ୍ରହଣ କରୁଥିବା ପ୍ରତିଯୋଗୀମାନେ ହଟ୍‌ ସିଟ୍‌ରେ ବସି ବିଭିନ୍ନ ପ୍ରଶ୍ନର ଉତ୍ତର ଦେଉଥିବାର ଦେଖାଯାଉଛି । ନିକଟରେ ଏହି ଶୋ’ରେ ଦର୍ଶକଙ୍କୁ ଷ୍ଟୁଡେଣ୍ଟ୍‌ ୱିକ ସ୍ପେସିଆଲ ଏପିସୋଡ ଦେଖିବାକୁ ମିଳୁଛି।

ତେବେ ଚଳିତ ସପ୍ତାହରେ ଶୋ’ର ହୋଷ୍ଟ ଅମିତାଭ ବଚ୍ଚନଙ୍କୁ ଜଣେ ପ୍ରତିଯୋଗୀ ଏକ ମଜାଦାର କାମ କରିବାକୁ କହିଛନ୍ତି । ପିଲାଟି ଜିଭରେ ନାକକୁ ଛୁଇଁବାକୁ ବିଗ୍‌ ବିଙ୍କୁ କହିଛନ୍ତି। ହେଲେ ଏଥିରେ ସଫଳ ହୋଇ ପାରି ନ ଥିଲେ ବିଗ୍‌ ବି । ଏହା ମୋର ନିଶକୁ ଛୁଉଁଛି କିନ୍ତୁ ନାକକୁ ନୁହେଁ ବୋଲି ସେ କହିଛନ୍ତି। ଏହା ପରେ ପ୍ରତିଯୋଗୀ ତାଙ୍କ କହୁଣୀ ଚାଟିଛନ୍ତି ଏବଂ ଅମିତାଭ ମଧ୍ୟ ତାଙ୍କୁ ଅନୁକରଣ କରିବାକୁ ଚେଷ୍ଟା କରିଛନ୍ତି । ହେଲେ ସେ ପୁଣି ଥରେ ଏଥିରେ ମଧ୍ୟ ବିଫଳ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?