ଭିନ୍ନ ଲୁକ୍‌ରେ ବିଗ୍‌ ବି

ମୁମ୍ବାଇ: ବିଗ୍‌ ବି’ଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖିବାକୁ ମିଳିଛି। ମୁଣ୍ଡରେ ଗୋଲ୍ଡେନ ଟୋପି ଏବଂ ଆଖିରେ କଳା ଚଷମା ପିନ୍ଧି ଖୁବ୍‌ କୌତୂହଳ ଦେଖାଯାଉଛନ୍ତି। ବିଶେଷ କଥା ହେଲା ଏହି ଟୋପି ଆଉ ଚଷମା ତାଙ୍କୁ ତାଙ୍କ ନାତୁଣୀ ଆରାଧ୍ୟା ଉପହାର ସ୍ବରୂପ ଦେଇଛନ୍ତି। ଆରାଧ୍ୟା ଅମିତାଭଙ୍କୁ ଏହି ଉପହାର ୧.୧.୨୦୨୧ରେ ଦେଇଥିଲେ। ନୂଆବର୍ଷ ପାଳନ ଅବସରରେ ଅମିତାଭ ଏହାକୁ ପିନ୍ଧି ଖୁସି ମନାଇଥିଲେ। ସେ ତାଙ୍କ ବ୍ଲଗରେ ଲେଖିଛନ୍ତି, ମୋତେ ଏହି ଟୋପି ଏବଂ ଚଷମା ଆରାଧ୍ୟା ଉପହାର ଦେଇଥିଲେ। ଯାହାକୁ ମୁଁ ଗତ ନୂଆବର୍ଷରେ ପିନ୍ଧିଥିଲି।

ସେ ଆହୁରି ମଧ୍ୟ ଲେଖିଛନ୍ତି, ୨୦୨୦ରେ ମହାମାରୀ କରୋନା ଆରମ୍ଭ ହୋଇଥିଲା। ଏହି ବର୍ଷକୁ ମନେ ପକାଇ ସେ ଲେଖିଥିଲେ, ଏହା ଏକ ଅଦ୍ଭୁତ ବର୍ଷ ଥିଲା। ପରବର୍ତ୍ତୀ ମଧ୍ୟ ଅଦ୍ଭୁତ ହୋଇପାରେ। କିନ୍ତୁ ପୂର୍ବ ବର୍ଷ ଭଲ ଏହା ହେଉଛି ୧.୧.୨୧ର ଅନୁଭବ। ଯାହାକୁ ମୋତେ ଆରାଧ୍ୟା ଦେଇଛନ୍ତି। ବିଗ୍‌ ବି’ଙ୍କ ଏହି ଲୁକ୍‌କୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?