ବିଗ୍‌ ବି ନେଲେ ଦ୍ୱିତୀୟ ଡୋଜ୍‌…

ମୁମ୍ବାଇ,୧୬।୫: ବିଗ୍‌ ବି ଅମିତାଭ ବଚ୍ଚନ ରବିବାର ଦ୍ୱିତୀୟ ଡୋଜ୍‌ କରୋନା ଟିକା ନେଇଛନ୍ତି। ଏସମ୍ପର୍କରେ ସେ ନିଜ ଇନଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲରେ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଗତମାସରେ ସେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ। ସେ କହିଛନ୍ତି ‘ ଦୁସରା ଭି ହୋ ଗୟା,କୋଭିଡ୍‌ ଓ୍ବାଲା, କ୍ରିକେଟ୍‌ ଓ୍ବାଲା ନୈହିଁ। ଏକ ଗ୍ରୀନ୍‌ ଟି-ଶର୍ଟ ସହିତ ବ୍ଲାକ୍‌ ପ୍ୟାଣ୍ଟ୍‌ ଏବଂ ବ୍ଲାକ୍‌ ମାସ୍କ୍‌ ତଥା ମୁଣ୍ଡରେ ବଣ୍ଡାନା ପିନ୍ଧି ସେ ଟିକା ନେଉ ଥିବାରୁ ଫଟୋ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?