Posted inଖେଳ

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ ନଜର ରଖିଛନ୍ତି। ତାଙ୍କ ଅବସ୍ଥା ଭଲ ନ ଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଶୁକ୍ରବାର ଏଠାରେ ଏକ ପ୍ରି-ମ୍ୟାଚ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ହର୍ଷିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଓ୍ବାର୍ମଅପ୍‌ ଗେମ୍‌ରେ ମାତ୍ର ଗୋଟିଏ ଓଭର ବୋଲିଂ କରିପାରିଥିଲେ ଏବଂ ୧୬ ରନ ଦେଇଥିଲେ। ସେ ଆଣ୍ଠୁରେ ଆଘାତପାଇ ପଡ଼ିଆ ବାହାରକୁ ଚାଲି ଆସିଥିଲେ।

୯ଟି ଅନ୍ତର୍ଜାତୀୟ ଦିନିକିଆରେ ୧୦.୬୦ ଇକୋେନୋମି ରେଟ୍‌ ରଖିଥିବା ହର୍ଷିତଙ୍କର ଯଦିଓ ପ୍ରଥମ ଏକାଦଶରେ ସ୍ଥାନ ପାଇବା ଗ୍ୟାରେଣ୍ଟି ନାହିଁ କେତେକ ନିର୍ଦ୍ଦିଷ୍ଟ କଣ୍ଡିଶନରେ ତାଙ୍କର ଆବଶ୍ୟକତା ପଡ଼ିପାରେ। ସେ ଲୋୟର ଅର୍ଡର ଉପଯୋଗୀ ହିଟର। ରାଣାଙ୍କ ସ୍ଥାନ ପୂରଣ କରିବା ଲାଗି ଦୌଡ଼ରେ ଥିବା ଅଭିଜ୍ଞ ପେସ୍‌ ବୋଲରଙ୍କ ମଧ୍ୟରେ ଅଛନ୍ତି ପ୍ରସିଦ୍ଧ କ୍ରିଷ୍ଣା ଓ ମହମ୍ମଦ ସିରାଜ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri