ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିଥିଲେ। ଉକ୍ତ ଡମ୍ପରେ ମାଓବାଦୀମାନେ ଲୁଚାଇ ରଖିଥିବା ବ୍ୟାପକ ବିସ୍ଫୋରକ ସାମଗ୍ରୀକୁ ଯବାନମାନେ ଜବତ କରିଛନ୍ତି। ବିସ୍ଫୋରକ ସମାଗ୍ରୀ ସହ ମାଓବାଦୀମାନେ ବ୍ୟବହାର କରୁଥିବା ସାମଗ୍ରୀ ଜବତ ହୋଇଥିବା ପୋଲିସ କହିଛି।

ଏହି କାର୍ଯ୍ୟାନୁଷ୍ଠାନ ଅଞ୍ଚଳରେ ମାଓବାଦୀ କାର୍ଯ୍ୟକଳାପକୁ ଏକ ବଡ଼ ଧକ୍କା ଦେଇଛି ବୋଲି ସିଆରପିଏଫ୍‌ର ଦ୍ୱିତୀୟ-ଇନ-କମାଣ୍ଡ ଅଧିକାରୀ ବୀରେନ୍ଦ୍ର କୁମାର କହିଛନ୍ତି। ସୁରକ୍ଷା ବାହିନୀ ମାଓବାଦୀଙ୍କ ମୂଳୋତ୍ପାଟନ ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ, ଆଗକୁ ମଧ୍ୟ ସମାନ ଅପରେଶନ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

West Bengal Election Results 2026: ଆସିଲା ପ୍ରଥମ ଟ୍ରେଣ୍ଡ୍‌, ଜାଣନ୍ତୁ କିଏ ଆଗରେ…

କୋଲକାତା,୪ା୫: ପଶ୍ଚିମବଙ୍ଗର ୨୯୩ ବିଧାନସଭା ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ଇତିମଧ୍ୟରେ ପ୍ରଥମ ଟ୍ରେଣ୍ଡ୍‌ ସାମ୍ନାକୁ ଆସିଛି। ଟ୍ରେଣ୍ଡରେ କେଉଁ ଦଳ ଆଗୁଆ ଅଛି…

ଭବାନିପୁରରେ ମମତା ପଛରେ, ଆସାମରେ ହିମନ୍ତଙ୍କ ହ୍ୟାଟ୍ରିକ!

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ଟି ଆସନର ଫଳାଫଳ ଆଜି ଘୋଷଣା କରାଯିବ। ରାଜ୍ୟର ୭୭ଟି ଗଣତି କେନ୍ଦ୍ରରେ ସକାଳ ୮ଟାରେ ଅତ୍ୟନ୍ତ କଡ଼ା…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ…

କାର୍‌ ରଖି ଚାହୁଁଚାହୁଁ ଟ୍ରେନ୍‌ ସାମ୍ନାକୁ ଦୌଡ଼ିଗଲେ କ୍ରୀଡ଼ା ଶିକ୍ଷକ, ଏବେ ଟ୍ରାକ୍‌ରେ ପଡ଼ିଛି ମୃତଦେହ

ବଲାଙ୍ଗୀର,୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୁଡ଼ପଡ଼ା ଗ୍ୟାସ ଗୋଦାମ ନିକଟ ରେଳ ଫାଟକ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସୋମବାର ସକାଳେ ଦେଖାଯାଇଛି। ମୃତ ବ୍ୟକ୍ତି ଜଣକ…

ପଶ୍ଚିମବଙ୍ଗ-ଆସାମରେ ଗେରୁଆର ସୂର୍ଯ୍ୟୋଦୟ; ଷ୍ଟାଲିନ ହୋଇପାରନ୍ତି ଷ୍ଟାର

ନୂଆଦିଲ୍ଲୀ,୪।୫: ହରିୟାଣା, ମହାରାଷ୍ଟ୍ର ଏବଂ ବିହାରରେ ବଡ଼ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ଏବେ ପଶ୍ଚିମବଙ୍ଗ ଉପରେ ନଜର ରଖିଛି। ସମସ୍ତଙ୍କ ନଜର ମମତା…

ଶେଷ ଧାଡ଼ିର ସ୍ବର

ଜଣେ ସରଳ, ଆଦିବାସୀ ମଣିଷର ବ୍ୟାଙ୍କକୁ ‘ଗୁହାରି’ ସାରା ବିଶ୍ୱକୁ ଚକିତ କଲା। ନିଜ ମୃତ ଭଉଣୀର ଖାତାରେ ଥିବା ଟଙ୍କା ଉଠାଣ ପାଇଁ କେତେଥର ବ୍ୟାଙ୍କକୁ…

ପରା ଓ ଅପରା ବିଦ୍ୟା

ବିଦ୍ୟା ୟା ବିମୁକ୍ତୟେ’ ଏମନ୍ତ ଆପ୍ତ ବାକ୍ୟ ସହିତ ସମସ୍ତେ ଊଣା ଅଧିକେ ଅବଗତ। ବିଷ୍ଣୁ ପୁରାଣରେ ଉଲ୍ଲିଖିତ ଏହି କଥାଟି ଏକ ଅବିସମ୍ବାଦିତ ସତ୍ୟ ଭାବରେ…

ଦ୍ରୁତଗତିରେ ଆସି ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା କାର୍‌, ଆଉ ତା’ପରେ…

ଦେବଡ଼,୪ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟ ରାଜ୍ୟ ରାଜପଥରେ ରବିବାର ରାତିରେ ଏକ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri