ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା: ୧୩ କାଉନସିଲର ଦେଲେ ଇସ୍ତଫା

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୧୩ ଜଣ କାଉନସିଲର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ହେମଚନ୍ଦ୍ର ଗୋୟଲଙ୍କ ନେତୃତ୍ୱରେ ଏକ ତୃତୀୟ ସାମ୍ମୁଖ୍ୟ ଦଳ ଗଠନ ହେବାକୁ ଯାଉଛି। ସମସ୍ତ ପୌର ପରିଷଦ ସଦସ୍ୟ ଇସ୍ତଫା ଦେଇ ‘ଇନ୍ଦ୍ରପ୍ରସ୍ଥ ବିକାଶ ପାର୍ଟି’ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦଳର ନେତା ହେବେ ମୁକେଶ ଗୋୟଲ।

ଇସ୍ତଫା ଦେଇଥିବା କାଉନସିଲରଙ୍କ ମଧ୍ୟରେ ଅଛନ୍ତି, ହେମନ ଚାନ୍ଦ ଗୋୟଲ, ଦିନେଶ ଭରଦ୍ୱାଜ, ହିମାନୀ ଜୈନ, ଉଷା ଶର୍ମା, ସାହେବ କୁମାର, ରାଖି କୁମାର, ଅଶୋକ ପାଣ୍ଡେ, ରାଜେଶ କୁମାର, ଅନିଲ ରାଣା, ଦେବେନ୍ଦ୍ର କୁମାର, ହିମାନୀ ଜୈନ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?