Posted inଖେଳ

ଅଷ୍ଟ୍ରେଲିଆକୁ ବଡ଼ ଝଟକା

ଡାଓର୍‌ବିନ,୧୪ା୮: ଅଷ୍ଟ୍ରେଲିଆର ଉଦୀୟମାନ ଅଲରାଉଣ୍ଡର ମିଚେଲ ଓଓ୍ବେନ କନକଶନ କାରଣରୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ବ୍ୟାଟିଂ କରୁଥିବା ବେଳେ ବଲ ତାଙ୍କ ହେଲମେଟ ଗ୍ରିଲରେ ବାଜିଥିଲା।

ଯଦି ଓ ସେ ଫିଲ୍ଡରେ କନକଶନ ଟେଷ୍ଟରେ ପାସ୍‌ କରିଥିଲେ, କିନ୍ତୁ ତାଙ୍କଠାରେ ବିଳମ୍ବରେ ଲକ୍ଷଣ ଦେଖାଯାଇଥିଲା। କ୍ରିକେଟ୍‌ ଅଷ୍ଟ୍ରେଲିଆ(ସିଏ)ର କନକଶନ ଗାଇଡଲାଇନ ଅନୁଯାୟୀ, ଓଓ୍ବେନଙ୍କୁ ୧୨ ଦିନ ପର୍ଯ୍ୟନ୍ତ ବିଶ୍ରାମ କରିବାକୁ ପଡ଼ିବ। ଏହି ସମୟ ମଧ୍ୟରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅଷ୍ଟ୍ରେଲିଆ ତା’ର ଅନ୍ତିମ ଟି୨୦ ଓ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳିବ। ଏହାର ଅର୍ଥ ତାଙ୍କୁ ଦିନିକିଆ ପଦାର୍ପଣ ଲାଗି ଅପେକ୍ଷା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?