Posted inଜାତୀୟ

ମାଓବାଦୀ ସଙ୍ଗଠନକୁ ବଡ଼ ଝଟ୍‌କା: ୧୪ଲକ୍ଷ ପୁରସ୍କାର ଥିବା ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ଭୋପାଳ,୪।୧୧: ମାଓବାଦୀ ସଙ୍ଗଠନକୁ ବଡ଼ ଝଟ୍‌କା। ମଧ୍ୟପ୍ରଦେଶ ବାଲାଘାଟ ଜିଲା ଲାଞ୍ଜି ପୋଲିସ ଷ୍ଟେଶନ କ୍ୟାମ୍ପରେ ମଙ୍ଗଳବାର ଜଣେ ହାଡ଼କୋର ମହିଳା ମାଓବାଦୀ ଇନ୍‌ସାସ ରାଇଫଲ ସହ ନିଜକୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି।

ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀ ଜଣକ ହେଲେ ବିଜାପୁର ଜିଲାର ସୁନିତା। ତାଙ୍କ ନାମରେ ପୋଲିସ ପକ୍ଷରୁ ୧୪ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା ରହିଥିଲା। ସୁନିତା ଆତ୍ମସମର୍ପଣ ବେଳେ ଏକ ଇନ୍‌ସାସ ରାଇଫଲ, ୩ଟି ମାଗଜିନ, ୩୦ ରାଉଣ୍ଡ ଗୁଳି ପୋଲିସକୁ ହସ୍ତାନ୍ତର କରିଥିଲେ। ଆତ୍ମସମର୍ପଣ ବେଳେ ବରିଷ୍ଠ ପୋଲିସର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri