Posted inଖେଳ

ମହମ୍ମଦ ଶାମିଙ୍କୁ ବଡ଼ ଝଟ୍‌କା: ସ୍ତ୍ରୀଙ୍କୁ ମାସିକ ଦେବେ ଏତିକି ଟଙ୍କା ଖର୍ଚ୍ଚ

କୋଲକାତା,୨୪।୧: ଭାରତୀୟ ଫାଷ୍ଟ ବୋଲର ମହମ୍ମଦ ଶାମିଙ୍କୁ କୋଲକାତା କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଅଲଗା ରହୁଥିବା ସ୍ତ୍ରୀ ହସିନ ଜାହାନଙ୍କୁ ମାସିକ ୧ ଲକ୍ଷ ୩୦ ହଜାର ଟଙ୍କା ରକ୍ଷଣାବେକ୍ଷଣ ଖର୍ଚ୍ଚ ଦେବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିମଧ୍ୟରୁ ୫୦,୦୦୦ ଟଙ୍କା ହାସିନ ନିଜ ବ୍ୟକ୍ତିଗତ ଖର୍ଚ୍ଚ ଏବଂ ବାକି ୮୦,୦୦୦ ଟଙ୍କା ତାଙ୍କ ସହ ରହୁଥିବା ଝିଅର ରକ୍ଷଣାବେକ୍ଷଣ ଦିଗରେ ରହିବ।
୨୦୧୮ରେ, ହସିନ ଜାହାନ ମାସିକ ୧୦ ଲକ୍ଷ ଟଙ୍କା ଭରଣପୋଷଣ ଦାବି କରି କୋର୍ଟରେ ଏକ ମକୋଦ୍ଦମା ଦାୟର କରିଥିଲେ, ସେଥିମଧ୍ୟରୁ ୭ ଲକ୍ଷ ଟଙ୍କା ତାଙ୍କ ବ୍ୟକ୍ତିଗତ ଖର୍ଚ୍ଚ ଏବଂ ବାକି ୩ ଲକ୍ଷ ଟଙ୍କା ତାଙ୍କ ଝିଅର ରକ୍ଷଣାବେକ୍ଷଣ ପାଇଁ ଖର୍ଚ୍ଚ କରିବାକୁ ଦାବି କରିଥିଲେ।
ହସିନ ଜାହାନ ଏବଂ ମହମ୍ମଦ ଶାମି ୨୦୧୪ରେ ବିବାହ କରିଥିଲେ। ୨୦୧୮ରେ, ହସିନ ଶାମିଙ୍କ ବିରୋଧରେ ଘରୋଇ ହିଂସା ଏବଂ ମ୍ୟାଚ ଫିକ୍ସିଂ ଭଳି ଅନେକ ଗୁରୁତର ଅଭିଯୋଗ ଆଣିଥିଲେ। ତେବେ ବିସିସିଆଇ ଏହି ଘଟଣାରେ ଶାମିଙ୍କୁ ନିର୍ଦ୍ଦୋଷ କହି ଦଳରେ ସ୍ଥାନ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri