Posted inଜାତୀୟ

ପତଞ୍ଜଳିକୁ ବଡ଼ ଝଟ୍‌କା: କଡ଼ା ନିର୍ଦ୍ଦେଶ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦ା୭:ଯୋଗଗୁରୁ ରାମଦେବଙ୍କ ଦ୍ୱାରା ପ୍ରତିଷ୍ଠିତ ପତଞ୍ଜଳି ଆୟୁର୍ବେଦ ଲିଃର ୧୪ଟି ଉତ୍ପାଦକୁ ଉତ୍ତରାଖଣ୍ଡ ରାଜ୍ୟ ଲାଇସେନ୍ସିଂ କର୍ତ୍ତୃପକ୍ଷ ଗତ ଏପ୍ରିଲରେ ୧୫ରେ ସ୍ଥଗିତ ରଖିଥିଲେ। ପରେ ଉଚ୍ଚସ୍ତରୀୟ କମିଟିର ତଦନ୍ତ ଆଧାରରେ ଉକ୍ତ କର୍ତ୍ତୃପକ୍ଷ ପତଞ୍ଜଳିର ୧୪ ଉତ୍ପାଦ ଉପରୁ ସ୍ଥଗିତାଦେଶ ହଟାଇଦେଇଥବା ସୁପ୍ରିମକୋର୍ଟଙ୍କୁ ସତ୍ୟପାଠ ଜରିଆରେ ଜଣାଇଥିଲେ। ଉକ୍ତ ପ୍ରଡକ୍ଟଗୁଡ଼ିକର ବିଜ୍ଞାପନ ପ୍ରତ୍ୟାହାର କରାଯାଇଛି କି ନାହିଁ, ତାହା ସତ୍ୟପାଠ ମାଧ୍ୟମରେ ଜଣାଇବା ପାଇଁ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ପତଞ୍ଜଳିକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ହିମା କୋହଲି ଏବଂ ସନ୍ଦିପ୍‌ ମେହେଟ୍ଟାଙ୍କ ଖଣ୍ଡପୀଠ ଶୁଣାଣି ବେଳେ ପତଞ୍ଜଳିର ମେ’ ୧୬ ସତ୍ୟପାଠକୁ ବିଚାରକୁ ନେଇଥିଲେ, ଯାହାକି ଉତ୍ତରପ୍ରଦେଶ ଲାଇସେନ୍ସିଂ କର୍ତ୍ତୃପକ୍ଷଙ୍କ ଏପ୍ରିଲ ୧୫ର ସସ୍‌ପେନ୍‌ଶନ ନିର୍ଦ୍ଦେଶ ଆଧାରରେ ୧୪ ଉତ୍ପାଦର ବିକ୍ରି ବନ୍ଦ ଥିବା ଦର୍ଶାଯାଇଥିଲା। ଯାଞ୍ଚ ହୋଇଥିବା ସୋସିଆଲ ମିଡିଆ ଆକାଉଣ୍ଟ ତଥା ହ୍ୟାଣ୍ଡଲଗୁଡ଼ିକୁ ବିଜ୍ଞାପନଗୁଡ଼ିକୁ ହଟାଇଦେବା ନିମନ୍ତେ ପଦକ୍ଷେପ ନିଆଯାଉଥିବା ସତ୍ୟପାଠରେ କମ୍ପାନୀ ଦର୍ଶାଇଥିଲା। ତେବେ ସେହିସବୁ ବିଜ୍ଞାପନ ହଟାଯାଇଛି କି ନାହିଁ ସତ୍ୟପାଠ ଜରିଆରେ ଜଣାଇବା ପାଇଁ ଖଣ୍ଡପୀଠ ପତଞ୍ଜଳିକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri