ଘର ବଦଳାଇବା ପରେ ବିଗ୍‌ ବି ଙ୍କ ସବୁଠୁ ବଡ଼ କ୍ଷତି: ଆଜିପର୍ଯ୍ୟନ୍ତ ହୋଇ ପାରିନି ପୂରଣ

ବଲିଉଡର ଭେଟେରାନ ଅମିତାଭ ବଚ୍ଚନ ମୁମ୍ବାଇରେ ୩୧ କୋଟି ଟଙ୍କାର ଏକ ଡ୍ୟୁପ୍ଲେକ୍ସ କିଣିଛନ୍ତି। ଏହାର ଆକାର ୫୧୮୪ ବର୍ଗଫୁଟ। ହେଲେ ଲାଗୁଛି ଯେପରି ବିଗ୍‌ ବି ତାଙ୍କ ନୂଆ ଘରେ ଖୁସି ନୁହଁନ୍ତି। ନିକଟରେ ନିଜ ବ୍ଲଗରେ ନିଜର କ୍ରୋଧ ପ୍ରକାଶ କରିଛନ୍ତି।

ଅମିତାଭ ବଚ୍ଚନ ତାଙ୍କ ପିତା ହରିବଂଶ ରାୟ ବଚ୍ଚନଙ୍କ ପ୍ରତ୍ୟେକ କବିତା ସାଇତି ରଖିଥିଲେ। ଘର ପରିବର୍ତ୍ତନ ହେତୁ ତାଙ୍କୁ କିଛି ମିଳୁ ନାହିଁ । ବର୍ତ୍ତମାନ ଅମିତାଭ ତାଙ୍କ ବ୍ଲଗରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅମିତାଭ ଲେଖିଛନ୍ତି, ‘ମୁଁ ବହୁତ କ୍ରୋଧିତ, କାରଣ ଘର ବଦଳିବା କାରଣରୁ ତାଙ୍କର ସମସ୍ତ ପାଣ୍ଡୁଲିପି ଏପର୍ଯ୍ୟନ୍ତ ମିଳିପାରି ନାହିଁ। ଯେତେବେଳେ ମୁଁ ସେହି ପାଣ୍ଡୁଲିପିଗୁଡ଼ିକ ପଢ଼ିଥିଲିି, ତାହା ସେଠାରେ ଥିଲା। ବର୍ତ୍ତମାନ ସେହି ପାଣ୍ଡୁଲିପିଗୁଡ଼ିକ କେଉଁଠାରେ ଅଛି ତାହା ମୁଁ ଜାଣେ ନାହିଁ । ଏକ ଦୁଃଖଦ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟରୁ ବାର୍ଷିକ ୧୦୦ କୋଟି ରୋଜଗାର କରନ୍ତି ଏହି ଅଭିନେତା, ଖଣ୍ଡାଲାରେ ରହିଛି ୬୨୦୦ ସ୍କୋୟାର ଫୁଟ୍‌ର ହଲିଡେ ହୋମ୍‌…

ବମ୍ବେ: ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀଙ୍କ ଆଜି ହେଉଛି ଜନ୍ମଦିନ। ୧୯୬୧ ମସିହା ଆଜିର ଦିନରେ କର୍ନାଟକର ମାଙ୍ଗାଲୋରରେ ତାଙ୍କର ଜନ୍ମ ହୋଇଥିଲା। ସୁନୀଲଙ୍କ ପୁରା...

୨୦ କିଲୋ ଓଜନ ଲେହେଙ୍ଗା ପିନ୍ଧି ଚର୍ଚ୍ଚାରେ ଏହି ବୋଲ୍ଡ ଅଭିନେତ୍ରୀ

ଭୋଜପୁରୀର ହଟ୍‌ ଏବଂ ବୋଲ୍ଡ ଅଭିନେତ୍ରୀ ରାନୀ ଚାଟାର୍ଜୀ ନିଜର ଫିଲ୍ମ ଏବଂ ଅଭିନୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଭୋଜପୁରୀ ସିନେମାରେ ସଫଳ ହେବା...

ସ୍ତ୍ରୀଙ୍କ ସାଙ୍ଗ ପାଇଁ ୨୨ ବର୍ଷର ବୈବାହିକ ସମ୍ପର୍କ ଭାଙ୍ଗିଦେଇଥିଲେ ହିମେଶ

ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ହିମେଶ ରେଶମିଆ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କ ସଂଗୀତ ସହିତ ସମସ୍ତଙ୍କ ହୃଦୟ ଜିତଥିବା ହିମେଶ ଜୁଲାଇ ୨୩,...

ରିଲିଜ୍ ହେଲା ‘ଥାର’ର ଧମାକାଦାର ଟ୍ରେଲର

ମୁମ୍ବାଇ: ଅନିଲ କପୁର ଓ ହର୍ଷ ବର୍ଦ୍ଧନ କପୁରଙ୍କ ଅଭିନୀତ ଫିଲ୍ମ ‘ଥାର’ ସମ୍ପର୍କରେ ଯେବେଠାରୁ ଘୋଷଣା କରାଗଲାଣି ସେବେଠାରୁ ଏହି ମୁଭିକୁ ନେଇ ଦର୍ଶକଙ୍କ...

ପରଲୋକରେ ଭେଟେରାନ କଣ୍ଠଶିଳ୍ପୀ ସନ୍ଧ୍ୟା ମୁଖାର୍ଜୀ

କୋଲକାତା,୧୫।୨: କୋକିଳକଣ୍ଠୀ ଲତା ମଙ୍ଗେସକରଙ୍କ ପରେ ଆଉ ଜଣେ ଲୋକପ୍ରିୟ ଗାୟିକା ଦୁନିଆରୁ ବିଦାୟ ନେଇଛନ୍ତି। ୯୦ ବର୍ଷ ବୟସରେ ଭେଟେରାନ ବଙ୍ଗାଳୀ ଗାୟିକା ସନ୍ଧ୍ୟା...

ଏହି ଫିଲ୍ମରେ ନଜର ଆସିବେ ରାଖୀ ସାୱନ୍ତ

ମୁମ୍ବାଇ: ବି-ଟାଉନର ଡ୍ରାମାକୁଇନ କୁହାଯାଉଥିବା ରାଖୀ ସାୱନ୍ତ ବ୍ୟକ୍ତିଗତ ଜୀବନର ସମସ୍ୟାକୁ ଏଡାଇ ଏବେ ନିଜ କ୍ୟାରିୟର ଉପରେ ଧ୍ୟାନ ଦେଉଛନ୍ତି। ପ୍ରଥମେ ସେ ତାଙ୍କ...

ତିନି ଜଣଙ୍କୁ ପ୍ରେମ କରିବା ପରେ ଶେଷରେ ବିବାହିତ ଶୈଫଙ୍କ ହାତ ଧରିଥିଲେ ବେବୋ

ମୁମ୍ବାଇ: ବଲିଉଡ୍‌ର ଗ୍ଲାମରସ୍ ନାୟିକା କରିନା କପୁର ଖାଁ ୪୦ ବର୍ଷରେ ପଦାର୍ପଣ କରିଛନ୍ତି । କରୋନା ସଂକ୍ରମଣ ଯୋଗୁ ସେ ଏଥର ତାଙ୍କ ଜନ୍ମଦିନ...

ସାମ୍ନାକୁ ଆସିଲା ସାରା-କାର୍ତ୍ତିକଙ୍କ ଆଉ ଏକ ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା ସାରା ଅଲି ଖାଁ ଓ ନାୟକ କାର୍ତ୍ତିକ ଆର୍ୟନ ଏବେ କଶ୍ମୀରର ସବୁଜିମା ଘେରା ପାହାଡି ଅଞ୍ଚଳରେ ସ୍ପଟ ହୋଇଛନ୍ତି। ଏମାନେ...

Advertisement
Archives

Model This Week