ବିଗ୍‌ ବି ଙ୍କର  ଅପରେଶନ୍‌ !

ମୁମ୍ବାଇ,୨୮।୨: ବିଗ୍‌ ବି ଅମିତାଭ ବଚ୍ଚନଙ୍କର ଅପରେଶନ୍‌ ହେବାକୁ ଯାଉଛି। ଏନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି। ଫେବୃୟାରୀ ୨୭ ରାତ୍ର ୧୦ଟା ୧୬ରେ ସେ ନିଜ ବ୍ଲଗ୍‌ରେ ମେଡ଼ିକାଲ କଣ୍ଡିଶନ୍‌…ସର୍ଜରୀ… ଲେଖିଛନ୍ତି। ଏହାକୁ ସେ ପୋଷ୍ଟ୍‌ କରିବା ପରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ବିଗ୍‌ ବିଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ତେବେ ଏନେଇ କୌଣସି ଅଧିକ ଖବର ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନ ହଟିବା ପରେ ପଶ୍ଚିମବଙ୍ଗରେ ରିଲିଜ ହେଲା ‘ଦ କେରଲା ଷ୍ଟୋରି’

କୋଲକାତା,୨୩।୫: ପଶ୍ଚିମବଙ୍ଗରେ ଫିଲ୍ମ ‘ଦ କେରଲା ଷ୍ଟୋରି’ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ ନିକଟରେ ସୁପ୍ରିମକୋର୍ଟ ହଟାଇ ଦେଇଛନ୍ତି। ଯାହାପରେ ରାଜ୍ୟରେ ଏହି ଫିଲ୍ମ ରିଲିଜ ହେବାର...

ପ୍ରଥମରୁ ଫିକା ପଡ଼ିଲା ‘ବଚ୍ଚନ ପାଣ୍ଡେ’

ବମ୍ବେ: ହୋଲି ଅବସରରେ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ରିଲିଜ ହୋଇଥିଲା। ଦୀର୍ଘଦିନରୁ ଅଭିନେତାଙ୍କ ପ୍ରଶଂସକମାନେ ଏହାର ରିଲିଜକୁ ଅପେକ୍ଷା କରିଥିଲେ। ଏଣୁ...

‘ଏକ୍‌ ଭିଲେନ୍‌’ ସିକୁଏଲରେ ନଜର ଆସିବେ ତାରା ସୁତରିୟା

୨୦୧୪ରେ ରିଲିଜ୍‌ ହୋଇଥିବା ସୁପରହିଟ୍‌ ଫିଲ୍ମ ‘ଏକ୍‌ ଭିଲେନ’କୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏବେ ଏହାର ଏହାର ସିକୁଏଲ ହେବ। ଏଥର ଫିଲ୍ମରେ ଜନ୍‌...

ନିଜ ଝିଅକୁ ଭୟ କରନ୍ତି ଏହି ଲୋକପ୍ରିୟ ଅଭିନେତା, ଜାଣନ୍ତୁ କାହିଁକିି

ବଲିଉଡ ଅଭିନେତା ଚଙ୍କି ପାଣ୍ଡେ ନିଜର ଚମତ୍କାର ଅଭିନୟ ପାଇଁ ଜଣାଶୁଣା। ତାଙ୍କ ପରି ଝିଅ ଅନନ୍ୟା ପାଣ୍ଡେ ମଧ୍ୟ ଇଣ୍ଡଷ୍ଟ୍ରିରେ ଧୀରେ ଧୀରେ ନାଁ...

୧୦୩ ଡିଗ୍ରୀ ଜ୍ୱରରେ ଏହି ଗୀତ ଶୁଟିଂ କରିଥିଲେ ଶ୍ରୀଦେବୀ: ଦୁଇ ଝିଅଙ୍କ ନାମ ଦେବା ପୂର୍ବରୁ ସ୍ବାମୀ….

ବଲିଉଡର ‘ଚାନ୍ଦନୀ’ ଏବଂ ଲୋକଙ୍କ ହୃଦୟରେ ରାଜ କରୁଥିବା ଶ୍ରୀଦେବୀଙ୍କୁ ସିନେମା ଜଗତର ପ୍ରଥମ ମହିଳା ସୁପରଷ୍ଟାର ବୋଲି କୁହାଯାଏ। ଶ୍ରୀଦେବୀଙ୍କୁ ଲେଡି ଅମିତାଭ ବଚ୍ଚନ...

ସିଦ୍ଧାର୍ଥଙ୍କ ସହ ଦେଶୀ ଲୁକ୍‌ରେ ନଜର ଆସିଲେ କିଆରା

ମୁମ୍ବାଇ: ରବିବାର ମୁମ୍ବାଇରେ ଅନୁଷ୍ଠିତ ହୋଇଯାଇଛି ଦାଦା ସାହେବ ଫାଲକେ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଆୱାର୍ଡ ସେରିମନି । ଏହି ଆୱାର୍ଡ ଶୋ’ରେ ଟେଲିଭିଜନରୁ ଆରମ୍ଭ...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ‘ଇଣ୍ଡିୟାନ୍‌-୨’ର ଫଟୋ

ମୁମ୍ବାଇ: ଅଭିନେତା କମଳ ହାସନଙ୍କ ଆଗାମୀ ଫିଲ୍ମ ‘ଇଣ୍ଡିୟାନ୍‌-୨’ର ଶୁଟିଂ ଏବେ ଗ୍ବାଲିୟରକୁ ସିଫ୍ଟ କରି ଦିଆଯାଇଛି। ନିକଟରେ ଭୋପାଳରେ ୪୦ କୋଟି ଟଙ୍କା ବ୍ୟୟରେ...

ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…

ବମ୍ବେ: ବଲିଉଡ୍‌ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍‌ଷ୍ଟୋରୀ କୌଣସି ସିନେମାଠାରୁ କମ୍‌ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା...

Advertisement
Archives

Model This Week