IASସ୍ତରରେ ପୁଣି ବଡ଼ ଅଦଳବଦଳ: ୧୩ IASଙ୍କୁ ନୂଆ ଦାୟିତ୍ୱ ଦେଲେ ରାଜ୍ୟ ସରକାର, ଜାଣନ୍ତୁ… 

ଭୁବନେଶ୍ୱର,୨୪।୭: IAS ସ୍ତରରେ ପୁଣି ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଗୁରୁବାର ୧୩ଜଣ IAS ଅଫିସରଙ୍କୁ ସରକାର ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ସଚିବ ଭାବେ ନିଯୁକ୍ତି ମିଳିଥିବା ବେଳେ ବିଜୟ କେତନ ଉପାଧ୍ୟାୟ ହୋଇଛନ୍ତି ସଂସ୍କୃତି ସଚିବ। ସେହିଭଳି ସମର୍ଥ ବର୍ମା ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ,ଦୀପଙ୍କର ମହାପାତ୍ର  ସିଇଓ, ହକି ପ୍ରମୋସନ କାଉନ୍‌ସିଲ ଦାୟିତ୍ୱ ମିଳିଛି।
ଏହାଛଡ଼ା କିଛି ଜିଲାର ଉପଜିଲାପାଳଙ୍କ ବଦଳି ହୋଇଛି। ପ୍ରେକ୍ଷା ଅଗ୍ରୱାଲ ହୋଇଛନ୍ତି ଧର୍ମଗଡ଼ ଉପଜିଲାପାଳ। ପ୍ରଣିତା ଦାଶଙ୍କୁ ବାଲିଗୁଡ଼ା ଉପଜିଲାପାଳ, କସ୍ତୁରୀ ପଣ୍ଡାଙ୍କୁ କରଞ୍ଜିଆ ଉପଜିଲାପାଳ,ଅଭିଷେକ ଦିଲୀପ ଦୁଡହାଲଙ୍କୁ ଗୁଣୁପୁର ଉପଜିଲାପାଳ,ଅସ୍ନୀ ଏ ଏଲ୍‌ଙ୍କୁ ନବରଙ୍ଗପୁର ଉପଜିଲାପାଳ, ସି. ସରବଣାଙ୍କୁ କୁଚିଣ୍ଡା ଉପଜିଲାପାଳ, ତେଜସ୍ବିନୀ ବେହେରାଙ୍କୁ ସୁନ୍ଦରଗଡ଼ ଉପଜିଲାପାଳ,ଶିବ ମାଲବ୍ୟଙ୍କୁ ଆନନ୍ଦପୁର ଉପଜିଲାପାଳ, ଅବିନାଶ କୁମାରଙ୍କୁ ବ୍ରହ୍ମପୁର ଉପଜିଲାପାଳ ଭାବେ ଦାୟିତ୍ୱ ମିଳିଛି।
Image
କହିରଖୁଛୁ, ମଙ୍ଗଳବାର ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ  ଅଦଳବଦଳ କରିଥିଲେ। ଏଥିରେ ୪୮ଜଣ ଆଇଏଏସ୍‌ଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ଚମତ୍କାର ବୋଲିଂ: ୧୮୫ ରନ୍‌ରେ ଅଲଆଉଟ୍‌ ନ୍ୟୁଜିଲାଣ୍ଡ

ଅକଲାଣ୍ଡ,୪।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହୋଇଛି। ଅକଲାଣ୍ଡରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଦଳ ୪୦.୨ ଓଭରରେ…

ସୁପରମ୍ୟାନ୍‌ ସାଜିଲେ ବିରାଟ କୋହଲି, ୩୭ ବର୍ଷ ବୟସରେ ଏମିତି କ୍ୟାଚ୍‌ ଧରିଲେ ଅମ୍ପାୟର ହୋଇଗଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଅକଲାଣ୍ଡ,୪।୧୧: ଇଡେନ ପାର୍କରେ ବିରାଟ କୋହଲିଙ୍କ ଚମତ୍କାର ଫିଲ୍ଡିଂ ଏବେ ଚର୍ଚ୍ଚାରେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ କୋହଲି ନିଜର ଚମତ୍କାର ଫିଲ୍ଡିଂ ଦକ୍ଷତା ଦେଖାଇ…

ଖତଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର, କୋଳକୁ ନେଲେ ନିଃସନ୍ତାନ ଦମ୍ପତ୍ତି: ଆଉ ତା’ପରେ ଘଟିଲା…

ଭେଡେନ,୪।୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରିଡ଼ା ପଞ୍ଚାୟତ ଅନ୍ତର୍ଗତ ଝରାପାଲି ଗ୍ରାମର ଶେଷ ମୁଣ୍ଡରେ ଥିବା ଏକ ଖତଗଦାରୁ ମଙ୍ଗଳବାର ଭୋରରେ ନବଜାତ ଶିଶୁପୁତ୍ର…

ଅବିଶ୍ୱସନୀୟ କ୍ୟାଚ୍‌ ଧରିଲେ ଗୁରନୁର: ବାମ ହାତରେ କଲେ କମାଲ୍‌, ସ୍ତବ୍ଧ ହୋଇଗଲେ କ୍ରିକେଟ୍‌ପ୍ରେମୀ, ଦେଖନ୍ତୁ VIDEO

ଅକଲାଣ୍ଡ,୪।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଚର୍ଚ୍ଚାରେ ରହିଛନ୍ତି ଭାରତୀୟ ବୋଲର ଗୁରନୁର ବରାଡ। ନିଜ ବୋଲିଂରେ ଏକ ଅବିଶ୍ୱସନୀୟ କ୍ୟାଚ ଧରି…

ଭୋରୁ ଭୋରୁ ସ୍କୁଟିରେ ଚାଲିଥିଲା ଗଞ୍ଜେଇ ଚାଲାଣ: ମାଡ଼ିବସିଲା ପୋଲିସ

ହାଟଡିହୀ/ଛେନାପଦି,୪।୧୧(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର କୁମାର ଶାନ୍ତିଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ ୩ ଗଞ୍ଜେଇ ବେପାରୀଙ୍କୁ ଧରିବାରେ ସଫଳ…

ରହସ୍ୟ ଉପରୁ ପରଦା ଉଠାଇଲେ ଶୁବମନ ଗିଲ: ୨୦୨୭ ବିଶ୍ୱକପ୍‌କୁ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୪।୧୧: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଇଡେନ…

ଗାଁ ପାଖରେ ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ: ବନ ବିଭାଗର ତଦନ୍ତ ଜାରି

ବରଗଡ଼,୪।୧୧(ପ୍ରେମାନନ୍ଦ ଖମାରୀ): ବାରପାହାଡ ପାଦଦେଶ ନିକଟ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କଣ୍ଡପଲା ପଞ୍ଚାୟତ ରମ୍ପେଲା ଗ୍ରାମ ପାଖରେ ଏକ ବାଘ ବୁଲୁଥିବା ନେଇ ଚର୍ଚ୍ଚା ଚାଲିଛି।…

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ: ପୁରୀ ଯାଉଥିଲେ ସନ୍ଧ୍ୟା ୬ରୁ…

ପୁରୀ, ୪।୧୧: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?