EPFO ନିୟମରେ ବଡ଼ ପରିବର୍ତ୍ତନ: ଆକାଉଣ୍ଟ ଥିଲେ ମିଳିବ ୫୦ ହଜାର ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୧।୭: EPFOର EDLI ବା ଏମ୍ପ୍ଲୋଇସ ଡିପୋଜିଟ ଲିଙ୍କଡ ଇନ୍ସୁରାନ୍ସ ଯୋଜନାର ନିୟମରେ ସରକାର ଏକ ବଡ଼ ପରିବର୍ତ୍ତନ କରିଛନ୍ତି ଯଦି ଜଣେ କର୍ମଚାରୀଙ୍କ ପିଏଫ ବାଲାନ୍ସ ୫୦,୦୦୦ ଟଙ୍କାରୁ କମ ଥାଏ, ତେବେ ମଧ୍ୟ ତାଙ୍କ ମୃତ୍ୟୁ ପରେ କର୍ମଚାରୀଙ୍କ ପରିବାରକୁ ଅତି କମରେ ୫୦,୦୦୦ ଟଙ୍କାର ବୀମା ଲାଭ ମିଳିବ। ପୂର୍ବରୁ ଏହି ଲାଭ ପାଇବା ପାଇଁ କର୍ମଚାରୀଙ୍କ ଆକାଉଣ୍ଟରେ ନିର୍ଦ୍ଦିଷ୍ଟ ବାଲାନ୍ସ ରହିବା ଆବଶ୍ୟକ ଥିଲା, କିନ୍ତୁ ବର୍ତ୍ତମାନ ଏହି ସର୍ତ୍ତକୁ ହଟାଇ ଦିଆଯାଇଛି। ଏହା କର୍ମଚାରୀମାନଙ୍କୁ ଲାଭ ଦେବ ଯେଉଁମାନେ କମ ଦରମା କ୍ଷେତ୍ରରେ କାମ କରୁଛନ୍ତି। ଏବଂ ଯେଉଁମାନଙ୍କର ଅନ୍ୟ କୌଣସି ବୀମା ସୁରକ୍ଷା ନାହିଁ। ଯଦି ଜଣେ କର୍ମଚାରୀ ଚାକିରି ସମୟରେ ଶେଷ PF ଅବଦାନର ୬ ମାସ ମଧ୍ୟରେ ମୃତ୍ୟୁବରଣ କରନ୍ତି। ତେବେ ଏହି ଯୋଜନା ଅନୁଯାୟୀ ପରିବାରକୁ ମଧ୍ୟ ବୀମା ରାଶି ଦିଆଯିବ। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ଫଳରେ ଏବେ ଲକ୍ଷ ଲକ୍ଷ EPF ଆକାଉଣ୍ଟଧାରୀ ଲାଭ ପାଇବେ।

ଏହି ଯୋଜନାରେ ଆଉ ଏକ ପରିବର୍ତ୍ତନ ମଧ୍ୟ କରାଯାଇଛି। ଯଦି ଜଣେ କର୍ମଚାରୀଙ୍କ ଦୁଇଟି ଚାକିରି ମଧ୍ୟରେ ୬୦ ଦିନ ପର୍ଯ୍ୟନ୍ତ ବ୍ୟବଧାନ ଥାଏ, ତେବେ ଏହାକୁ ଆଉ ବିରତି ଭାବରେ ବିବେଚନା କରାଯିବ ନାହିଁ। ସମସ୍ତ ଚାକିରିକୁ ମିଶ୍ରଣ କରି ନିରନ୍ତର ସେବା ଭାବରେ ବିବେଚନା କରାଯିବ ଏବଂ ବୀମାର ସମ୍ପୂର୍ଣ୍ଣ ଲାଭ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?