ପିଏଲଏରେ ବଡ ପରିବର୍ତ୍ତନ: ବାୟୁସେନା ନୌସେନା ବିମାନକୁ କଲା ଅଧିଗ୍ରହଣ, ଫିଲିପାଇନ୍ସକୁ ଅଟକାଇବା ପାଇଁ ଏକଜୁଟ…

ବେଜିଂ,୧୬।୮ : ଚାଇନାର କମ୍ୟୁନିଷ୍ଟ ପାର୍ଟିର ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ) ହେଉଛି ବିଶ୍ୱର ସବୁଠାରୁ ବଡ ସେନା। ସମ୍ପ୍ରତି ପିଏଲଏରେ ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି। ଏକାଧିକ ସଶସ୍ତ୍ର ସେବା ମଧ୍ୟରେ ମିଳିତ କାର୍ଯ୍ୟ ପାଇଁ ଦକ୍ଷିଣ ଚାଇନା ସାଗରରେ ଫିଲିପାଇନ୍ସ ଆଉଟପୋଷ୍ଟ ଅବରୋଧ କରିବା ଲାଗି ବାୟୁସେନା ନୌସେନା ବିମାନକୁ ଅଧିଗ୍ରହଣ କରିଛି।

ପିଏଲଏ ନୌସେନା, ଚାଇନା କୋଷ୍ଟଗାର୍ଡ (ସିସିଜି) ଏବଂ ପିପୁଲ୍ସ ଆର୍ମଡ ଫୋର୍ସ ସାମୁଦ୍ରିକ ମିଲିସିଆ ମିଳିତ ଭାବେ କାର୍ଯ୍ୟ କରି ଫିଲିପାଇନ୍ସ କୋଷ୍ଟଗାର୍ଡ ଜାହାଜକୁ ବିଆରପି ସିଏରା ମାଦ୍ରେରେ ୧୨ରୁ ଅଧିକ ସାମୁଦ୍ରିକ ଅବତରଣ ରୋକିବା ନେଇ ମିଳିତ ଭାବେ କାର୍ଯ୍ୟ କରିଥିଲେ।

ବିଆରପି ସିଏରା ମାଦ୍ରେ ହେଉଛି ଏକ କର୍ଭେଟ ଯାହା ସ୍ପ୍ରାଟଲି ଦ୍ୱୀପପୁଞ୍ଜର ସେକେଣ୍ଡ ଥୋମାସ ଶୋଲରେ ଫିଲିପାଇନ୍ସର ସାମରିକ ଆଉଟପୋଷ୍ଟ ଭାବରେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri