Posted inଖେଳ

ଦିନିକିଆ ସିରିଜ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୬।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଅଗଷ୍ଟ ୧୮ରୁ ଦିନିକିଆ ସିରିଜ ଖେଳାଯିବ। ଏହାକୁ ନେଇ କେ.ଏଲ୍‌. ରାହୁଲ ନେତୃତ୍ୱାଧୀନ ଭାରତୀୟ ଟିମ୍‌ ହାରାରେରେ ଅଭ୍ୟାସ କରୁଛି। କିନ୍ତୁ ସିରିଜ ଆରମ୍ଭ ପୂର୍ବରୁ ଦଳରେ ବଡ଼ ପରିବର୍ତ୍ତନ କରାଯାଇଛି। ଓ୍ବାଶିଂଟନ ସୁନ୍ଦର ଆହତ ହେବା ଯୋଗୁ ଦଳରୁ ବାହାର ହେବା ପରେ ଚିନ୍ତା ବଢ଼ିଛି। ଏବେ ତାଙ୍କ ସ୍ଥାନରେ ଅଲରାଉଣ୍ଡର ଶାହାବାଜ ଅହମ୍ମଦଙ୍କୁ ସାମିଲ କରାଯାଇଛି। ଶାହାବାଜ ଆଇପିଏଲ୍‌ ୨୦୨୨ରେ ଭଲ ପ୍ରଦର୍ଶନ କରିଥିଲେ।

ଇଂଲଣ୍ଡରେ କାଉଣ୍ଟିଂ କ୍ରିକେଟ ଖେଳୁଥିବା ବେଳେ ଓ୍ବାଶିଂଟନଙ୍କ କାନ୍ଧରେ ଆଘାତ ଲାଗିଛି। ଏହି କାରଣରୁ ସେ ଦିନିକିଆ ସିରିଜରୁ ବାହାର ହୋଇଛନ୍ତି। ତେବେ ତାଙ୍କ ସ୍ଥାନରେ ଶାହାବାଜଙ୍କୁ ଦଳରେ ସାମିଲ କରାଯାଇଥିବା ନେଇ ବିସିସିଆଇ ପକ୍ଷରୁ ଏକ ପ୍ରେସ ରିଲିଜ କରାଯାଇ ସୂଚନା ଦିଆଯାଇଛି।

ଘରୋଇ କ୍ରିକେଟରେ ପଶ୍ଚିମବଙ୍ଗ ଦଳରୁ ଖେଳିଥିବା ୨୭ ବର୍ଷୟ ଶାହାବାଜ ଗତ କିଛି ଦିନରୁ ନିଜର ପ୍ରଦର୍ଶନରେ ସମସ୍ତଙ୍କୁ ପ୍ରଭାବିତ କରି ଆସୁଛନ୍ତି। ସେ ଏହି ଫର୍ମାଟରେ ୧୮ ମ୍ୟାଚ୍‌ ଖେଳି ୧୦୪୧ ମ୍ୟାଚ୍‌ ଖେଳିଥିବା ବେଳେ ୫୭ ଉଇକେଟ ନେଇଛନ୍ତି। ସେହିଭଳି ଆଇପିଏଲ୍‌ରେ ଆର୍‌ସିବି ପକ୍ଷରୁ ଖେଳି ସେ ୧୬ ମ୍ୟାଚ୍‌ରେ ୨୧୯ ରନ୍‌ କରିବା ସହ ୪ ଉଇକେଟ ମଧ୍ୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?