Posted inଜାତୀୟ

ଜଗନ ମୋହନଙ୍କ କ୍ୟାବିନେଟ୍‌ରେ ବଡ ପରିବର୍ତ୍ତନ

ଅମରାବତୀ,୭।୪: ୨୦୨୪ ବିଧାନସଭା ନିର୍ବାଚନ ପୂର୍ବରୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ କିଛି ବଡ ଧରଣର ଅଦଳବଦଳ କରିବାକୁ ଯାଉଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ୨୪ ଜଣ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ପତ୍ର ଦେଇଛନ୍ତି ବୋଲି ଏକ ନ୍ୟୁଜ୍‌ ଏଜେନ୍ସି ପକ୍ଷରୁ ଜଣାପଡିଛି।

ଏହାପୂର୍ବରୁ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ କ୍ୟାବିନେଟ୍‌ର ଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ଏହା ପରେ ୨୪ ମନ୍ତ୍ରୀ ଇସ୍ତଫା ପତ୍ର ଦାଖଲ କରିଥିଲେ। ୨୦୨୪ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜ୍ୟ କ୍ୟାବିନେଟ୍‌ରେ ଏକ ବଡ ପରିବର୍ତ୍ତନ କରିପାରନ୍ତି ବୋଲି କୁହାଯାଉଛି। ନିର୍ବାଚନ ପୂର୍ବରୁ ରେଡ୍ଡୀ ତାଙ୍କ କ୍ୟାବିନେଟରେ କିଛି ନୂଆ ଚେହେରାକୁ ସ୍ଥାନ ଦେଇପାରନ୍ତି । ତେବେ ନୂତନ ମନ୍ତ୍ରୀମାନେ ଏପ୍ରିଲ ୧୧ରେ ଶପଥ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?