Posted inଖେଳ

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଇଥିଲା। ଚେନ୍ନାଇ ହାଇଦ୍ରାବାଦ ପାଇଁ ୨୧୩ ରନ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। କିନ୍ତୁ ପୁଣି ଥରେ ସନରାଇଜର୍ସ ହାଇଦ୍ରାବାଦ ସେମାନଙ୍କର ଇତିହାସକୁ ପୁନରାବୃତ୍ତି କରୁଥିବା ଦେଖିବାକୁ ମିଳିଥିଲା। ହାଇଦ୍ରାବାଦ ୨୦୦ ରନ୍‌ର ଟାର୍ଗେଟକୁ ପିଛା ପାରି ନ ଥିଲେ, ଯେଉଁ କାରଣରୁ ଚେନ୍ନାଇ ମ୍ୟାଚକୁ ୭୮ ରନରେ ଜିତିଥିଲା।
ଏହି ବିଜୟ ସହିତ ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ ପଏଣ୍ଟ ଟେବୁଲରେ ଷଷ୍ଠରୁ ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଆଇପିଏଲ ୨୦୨୪ର ପଏଣ୍ଟ ଟେବୁଲରେ ସନରାଇଜର୍ସ ହାଇଦ୍ରାବାଦ ତୃତୀୟରୁ ଚତୁର୍ଥ ସ୍ଥାନକୁ ଖସି ଆସିଛି। ପାଞ୍ଚଟି ଦଳ ୧୦ ପଏଣ୍ଟରେ ଅଟକି ରହିଥିବାରୁ ଟେବୁଲ ବର୍ତ୍ତମାନ ଆକର୍ଷଣୀୟ ହେଉଛି । କୋଲକାତା ନାଇଟ ରାଇଡର୍ସ, ଚେନ୍ନାଇ ସୁପର କିଙ୍ଗ୍ସ, ସନରାଇଜର୍ସ ହାଇଦ୍ରାବାଦ, ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ପାଞ୍ଚଟି ବିଜୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?