GSTରେ ହେବ ବଡ଼ ପରିବର୍ତ୍ତନ: ଚାଷୀ, ମଧ୍ୟବିତ୍ତବର୍ଗଙ୍କୁ ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୧ା୮: ରାଜ୍ୟଗୁଡ଼ିକର ଅର୍ଥମନ୍ତ୍ରୀ ଗୋଷ୍ଠୀ (GoM)ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ GST ହାରକୁ ଯୁକ୍ତିଯୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ଗୃହୀତ କରାଯାଇଛି। ବୈଠକରେ, ଟିକସ ସ୍ଲାବକୁ ୫% ଏବଂ ୧୮%କୁ ହ୍ରାସ କରିବା ପାଇଁ କେନ୍ଦ୍ରର ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା, ଯେଉଁଥିରେ ଜିଓଏମ ସହମତ ହୋଇଛି।

କେନ୍ଦ୍ର ସରକାର GSTରେ ଏକ ବଡ଼ ଧରଣର ପରିବର୍ତ୍ତନ ପ୍ରସ୍ତାବ ଦେଇଛନ୍ତି, ଯେଉଁଥିରେ ୧୨% ଏବଂ ୨୮% ସ୍ଲାବକୁ ହଟାଇ କେବଳ ୫% ଏବଂ ୧୮% ଦୁଇଟି ହାର ରଖିବାକୁ କୁହାଯାଇଛି। ଏହା ବ୍ୟତୀତ, ତମାଖୁ ଏବଂ ପାନ ମସଲା ଭଳି ସାମଗ୍ରୀ ଉପରେ ୪୦% ର ଏକ ସ୍ବତନ୍ତ୍ର ହାର ଲାଗୁ କରାଯାଇପାରିବ।

କେନ୍ଦ୍ର ସରକାର GSTରେ ପରିବର୍ତ୍ତନ ମାଧ୍ୟମରେ ସାଧାରଣ ଲୋକ, ଚାଷୀ, ମଧ୍ୟବିତ୍ତ ବର୍ଗ ଏବଂ MSME ଗୁଡ଼ିକୁ ଆଶ୍ୱସ୍ତି ଦେବାକୁ ଚାହୁଁଛନ୍ତି। ଏହା ମାଧ୍ୟମରେ ଟିକସ ବ୍ୟବସ୍ଥାକୁ ମଧ୍ୟ ସରଳ କରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri