ଆମେରିକାର ଗୁପ୍ତଚର ସଂସ୍ଥାର ବଡ ଦାବି: ଉହାନଙ୍କ ଲ୍ୟାବରୁ ହୋଇନି କରୋନା ମହାମାରୀ ଲିକ…

ଓ୍ବାଶିଂଟନ,୨୫।୬ : ଆମେରିକାର ଅଧିକାରୀମାନେ ଚାଇନାର ଉହାନ ଲ୍ୟାବରୁ ଏକ କରୋନା ମହାମାରୀ ଲିକ ହୋଇଥିବା ଏକ ଗୁପ୍ତଚର ରିପୋର୍ଟ କୁ ଖଣ୍ଡନ କରିଛନ୍ତି। ଏହି ରିପୋର୍ଟରେ ଦୋହରାଯାଇଛି ମହାମାରୀ କିପରି ଉତ୍ପନ୍ନ ହେଲା ସେନେଇ ଆମେରିକାର ଗୁପ୍ତଚର ବିଭାଗଗୁଡ଼ିକର ରାୟରେ ପାର୍ଥକ୍ୟ ରହିଛି। ଏହାର ଅନ୍ୟତମ କାରଣ ହେଉଛି ଚାଇନର ଦ୍ୱାରା ନିରପେକ୍ଷ ସମୀକ୍ଷାକୁ ଅବରୋଧ କରାଯିବା।

ଆମେରିକା କଂଗ୍ରେସ (ସଂସଦ) ନିର୍ଦ୍ଦେଶରେ ଏହି ରିପୋର୍ଟ ପ୍ରକାଶ ପାଇଛି। ମାର୍ଚ୍ଚରେ କଂଗ୍ରେସ ଆମେରିକାର ଏକ ଗୁପ୍ତଚର ସଂସ୍ଥାକୁ ଉହାନ ଭାଇରସ ଇନଷ୍ଟିଚ୍ୟୁଟ ସହ ଜଡିତ ଗୁପ୍ତଚର ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବାକୁ ୯୦ ଦିନ ସମୟ ଦେଇଥିଲା।

ରିପୋର୍ଟରେ କୁହାଯାଇଛି ୨୦୧୯ରେ ଲାବୋରେଟୋରୀରେ କାର୍ଯ୍ୟ କରୁଥିବା ଗବେଷକମାନେ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କଠାରେ କିଛି ଶ୍ୱାସକ୍ରିୟା ଲକ୍ଷଣ ମଧ୍ୟ ରହିଥିଲା। ଆମେରିକାର ଏଜେନ୍ସିଗୁଡ଼ିକର ଏହି ସୂଚନା ମହାମାରୀର ଉତ୍ପତ୍ତି ବିଷୟରେ କଳ୍ପନାକୁ ସମର୍ଥନ କରି ନାହାନ୍ତି କିମ୍ବା ପ୍ରତ୍ୟାଖ୍ୟାନ ମଧ୍ୟ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କ ଗଳାଚିପି ଦେଲେ ସ୍ବାମୀ: ଜାଣନ୍ତୁ ପଛରେ ରହିଛି କ’ଣ କାରଣ

ଓ୍ବାଶିଂଟନ,୮ା୫:ଆମେରିକାର ମିସୌରୀ ରାଜ୍ୟର କାନ୍‌ସାସ ସିଟିରେ ଜଣେ ୭୫ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମେଡିକାଲ ବିଲ୍‌ ପୈଠ କରି ନ ପାରି ହସ୍ପିଟାଲ ବେଡ୍‌ରେ...

୫ମ ଥର ରାଷ୍ଟ୍ରପତି ଭାବେ ଶପଥ ନେଲେ ପୁଟିନ୍‌

ମସ୍କୋ,୮ା୫:ଭ୍ଲାଡିମିର୍‌ ପୁଟିନ୍‌ ରେକର୍ଡ ୫ମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଚଳାଇବା ସହ ନିଜର ରାଜନୈତିକ...

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା।...

ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ...

ଇସ୍ରାଏଲ୍‌ ସେନା ଘାଟି ଉପରେ ହେଜବୁଲ୍ଲାର ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୭ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ...

ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri