ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ ଘରୋଇ ବସ୍‌ ଗଡ଼ିବ ନାହିଁ ବୋଲି ସଂଘ ପକ୍ଷରୁ ଜନସାଧାରଣଙ୍କୁ ଅବଗତ କରି ଦିଆଯାଇଛି।

ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅର୍ନିଦ୍ଦିଷ୍ଟ କାଳ ଯାଏଁ ବସ୍‌ ଚଳାଚଳ ବନ୍ଦ ରଖିବାକୁ ସଂଘ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି: ଦେଖନ୍ତୁ Video

ଉଦଳା, ୫।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳିଯାଇଛି ସ୍କୁଟି। ଅଚାନକ ସ୍କୁଟିରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଛି। ସୂଚନାଯୋଗ୍ୟ, ଉଦଳା…

ସେମିଫାଇନାଲ ପୂର୍ବରୁ ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ: ସଞ୍ଜୁ ସାମସନ୍‌ଙ୍କୁ ନେଇ ଆସିଲା…

ମୁମ୍ବାଇ,୫।୩: ICC T20 ବିଶ୍ୱକପ 2026ର ଦ୍ୱିତୀୟ ସେମିଫାଇନାଲ ପୂର୍ବରୁ ‘ସଞ୍ଜୁ ସାମସନ ବ୍ୟାନ୍‌’ ସୋସିଆଲ ମିଡିଆରେ ବହୁତ ଟ୍ରେଣ୍ଡ କରୁଛି। ଏହି ନକଆଉଟ ମ୍ୟାଚରେ ଭାରତ…

କାଲିଠାରୁ ବସ୍‌-ଟ୍ରକ୍‌ ଡ୍ରାଇଭରଙ୍କ ବଡ଼ ଆନ୍ଦୋଳନ ଡାକରା, ୩ଦିନ ଯାଏ ଯାତାୟତ ଠପ୍‌!

ମୁମ୍ୱାଇ,୫।୩: ମହାରାଷ୍ଟ୍ର ପରିବହନକାରୀ କାର୍ଯ୍ୟ କମିଟି (ଏମ-ଟିଏସ) ଶୁକ୍ରବାର ଠାରୁ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଘୋଷଣା କରିଛି। ମାର୍ଚ୍ଚ ୨ ତାରିଖରେ MSRTC ମୁଖ୍ୟାଳୟରେ…

ଅଧରାତିରେ କୂଅରେ ପଡ଼ିଗଲା ଦନ୍ତା ହାତୀ: ଆଉ ତା’ପରେ…

କେନ୍ଦୁଝର,୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ବନାଯୋଡ଼ି ଗାଁରେ ଜଣେ ବ୍ୟକ୍ତିଙ୍କ ପୁରୁଣା ପଥର କୂଅରେ ଗତ କାଲି ରାତିରେ ଏକ ବୟସ୍କ…

ଟି୨୦ ବିଶ୍ୱକପରେ ଇତିହାସ ରଚିଲେ ଫିନ ଆଲେନ: ଭାଙ୍ଗିଲେ ୫ ବଡ଼ ରେକର୍ଡ

କୋଲକାତା,୫।୩: ନ୍ୟୁଜିଲାଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଫିନ ଆଲେନ ୨୦୨୬ ଟି୨୦ ବିଶ୍ୱକପ ର ପ୍ରଥମ ସେମିଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩୩ ବଲ୍‌ରେ ଶତକ ହାସଲ କରି…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri