ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି: ବର୍ଷେ ଟ୍ରେନିଂ, ୪ ବର୍ଷ ଚାକିରି ପରେ ବି…

ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସ୍‌ରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଥିବା ବେଳେ ଗୋଟିଏ ବର୍ଷ ଟ୍ରେନିଂ ଏବଂ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ପୋଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।

ସେହିପରି ଆଜିର କ୍ୟାବିନେଟ୍‌ରେ ବୈଠକରେ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ଚାକିରି ମିଳିବ। ଖାଲି ଏତିକି ନୁହେଁ ମା’-ବାପାଙ୍କ ଉପରେ ନିର୍ଭର କରୁଥିବା ବିବାହିତ ଝିଅ/ ସାବତ ଝିଅଙ୍କୁ ମଧ୍ୟ ଚାକିରି ସୁବିଧା ମିଳିବ।

ଏହାବ୍ୟତୀତ ଗୋପାଳପାଳପୁର ବନ୍ଦର ୯୫ ପ୍ରତିଶତ ଆଦାନୀ ଗ୍ରୁପକୁ ପ୍ରଦାନ କରାଯାଇଛି। ଯାହାଫଳରେ ଗୋପାଳପୁର ବନ୍ଦରର ଉନ୍ନତିକରଣ କରାଯାଇପାରିବ। ଫଳରେ ରାଜ୍ୟରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ବଢ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?