କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବ ପାରିତ ହୋଇଛି। ପାର୍ବତୀ ଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ୱ ଦିଆଯାଇଥିବା ବେଳେ ୩୪୦୦ କୋଟିର ଅଟଳ ବସ ଷ୍ଟାଣ୍ଡ ଯୋଜନା ପାରିତ ହୋଇଛି। ଏହା ଅଧୀନରେ ୩୧୮ଟି ବସଷ୍ଟାଣ୍ଡର ଉନ୍ନତୀକରଣ କରାଯିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri