Posted inଜାତୀୟ

ଜ୍ଞାନବାପି ମାମଲାରେ ମୁସଲିମ ପକ୍ଷଙ୍କୁ ଝଟକ୍‌ା

ପ୍ରୟାଗରାଜ,୩।୮: ଜ୍ଞାନବାପି ମାମଲାରେ ମୁସଲିମ ପକ୍ଷଙ୍କୁ ଝଟକ୍‌ା ଲାଗିଛି। ଆହ୍ଲାବାଦ ହାଇକୋର୍ଟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣକୁ ସର୍ଭେ ପାଇଁ ରୋକିବାକୁ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି, ଏହି ସର୍ଭେ ଦ୍ୱାରା କାହାର କୌଣସି କ୍ଷତି ହେବନାହିଁ । ଆହ୍ଲାବାଦ ହାଇକୋର୍ଟ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣକୁ ବାରାଣାସୀର ଜ୍ଞାନବାପି ମସଜିଦ ପରିସରକୁ ସର୍ଭେ କରିବାକୁ ଅନୁମତି ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ହାଇକୋର୍ଟରେ ଏହି ଶୁଣାଣି ହୋଇଥିଲା। ଶୁଣାଣି ପରେ ଏଏସଆଇର ସର୍ଭେକୁ ଅନୁମୋଦନ କରାଯାଇଛି। ମୁସଲିମ ପକ୍ଷରୁ ଦାଖଲ ହୋଇଥିବା ଆବେଦନ ଉପରେ ଆହ୍ଲାବାଦ ହାଇକୋର୍ଟର ପ୍ରଧାନ ବିଚାରପତି ପ୍ରୀତିଂକର ଦିୱାକରଙ୍କ ଏକକ ବେଞ୍ଚ ଶୁଣାଣି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଡ୍‌-ଅଭିଷେକଙ୍କ ବ୍ୟାଟିଂ ଦେଖି ସଚିନଙ୍କ ହୋଶ୍‌ ଉଡିଲା: ଦେଲେ ଏମିତି ପ୍ରତିକ୍ରିୟା

ହାଇଦ୍ରାବାଦ୍‌,୯।୫: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟ୍ସମ୍ୟାନ ବୋଲରମାନଙ୍କୁ ପ୍ରହାର କରୁଛନ୍ତି। ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରେ ଟ୍ରାଭିସ ହେଡ ଏବଂ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ...

ଦେଶରେ କେବଳ ଜଣେ ନେତା ସତ କହୁଛନ୍ତି, ସେ ହେଉଛନ୍ତି…..

ଲକ୍ଷ୍ନୌ,୯।୫: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଉତ୍ତର ପ୍ରଦେଶରରେ ରାଲି କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ବର୍ତ୍ତମାନ ଦେଶରେ କେବଳ ଜଣେ ନେତା...

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି।...

ଭାରତ ପାଇଁ ଆମେରିକାକୁ ଗାଳି କଲା ରୁଷିଆ

ମସ୍କୋ/ନୂଆଦିଲ୍ଲୀ,୯।୫: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ...

ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର

ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ କମ୍ପାନୀ। ଏହି...

ଲିଭ୍‌-ଇନ୍‌ ସମ୍ପର୍କ: ଭାରତୀୟ ସଂସ୍କୃତି ପାଇଁ କଳଙ୍କ

ରାୟପୁର/ପ୍ରୟାଗରାଜ,୯ା୫: ବିଶ୍ୱର ଅନେକ ବିକଶିତ ଓ ବିକାଶଶୀଳ ରାଷ୍ଟ୍ରରେ ଲିଭ୍‌-ଇନ୍‌ ସମ୍ପର୍କକୁ ସାମାଜିକ ସ୍ବୀକୃତି ତଥା ଆଇନଗତ ବୈଧତା ମିଳିଥିବାବେଳେ ଭାରତରେ ଏବେ ମଧ୍ୟ ଏହା...

ନଡ୍ଡାଙ୍କୁ ସମନ

ବେଙ୍ଗାଲୁରୁ, ୯।୫ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌...

ତିହାର ଜେଲରେ କେଜ୍‌ରିଓ୍ବାଲଙ୍କ ଅଫିସ୍‌ ଦାବି: ଆବେଦନକାରୀଙ୍କୁ ଲକ୍ଷେ ଜରିମାନା

ନୂଆଦିଲ୍ଲୀ,୯ା୫ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri