ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଆଉ ଶୁଣିବାକୁ ମିଳିବନି ମାଇଁ ଲଡ୍‌ ଉଚ୍ଚାରଣ

କଟକ ଅଫିସ,୩ା୧: ଏଣିକି ଆଉ କୋର୍ଟରେ ଶୁଣିବାକୁ ମିଳିବନି ମାଇଁ ଲର୍ଡ ଉଚ୍ଚାରଣ। ମାଇଁ ଲର୍ଡ ବଦଳରେ  ଶୁଣିବାକୁ ମିଳିବ ସାର୍‌। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଏପରି ଐତିହାସିକ ନିଷ୍ପତ୍ତି ନେଇଛନ୍ତି। କୋର୍ଟ ରୁମ୍‌ରେ ଆଉ ମାଇଁ ଲଡ୍‌ ସମ୍ବୋଧନ କରିବେନି।

ଏବେ ଜଜ୍‌ଙ୍କୁ ଆଇନଜୀବୀ ସାର୍‌ ଭାବେ ସମ୍ବୋଧନ କରିବେ। କୋର୍ଟରେ ମାମଲା ପରିଚାଳନା ସମୟରେ ମାଇଁ ଲର୍ଡ ପରିବର୍ତ୍ତେ ସାର୍‌ କିମ୍ବା ଅନରେବୁଲ କୋର୍ଟ ବୋଲି ସମ୍ବୋଧନ କରିବା ପାଇଁ ମୁଖ୍ୟ ବିଚାରପତି ପରାମର୍ଶ ଦେଇଛନ୍ତି। ୨୦୧୬ରେ ବାର୍‌ କାଉନସିଲ ଅଫ୍‌ ଇଣ୍ଡିଆ ଏନେଇ ଏକ ପ୍ରସ୍ତାବ ଆଣିଥିଲା। ମୁଖ୍ୟ ବିଚାରପତିଙ୍କ ଏହି ନିଷ୍ପତ୍ତିକୁ ବରିଷ୍ଠ ଆଇନଜୀବୀ ମନୋଜ ମିଶ୍ର ଏବଂ ଅନ୍ୟମାନେ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା, କୁଟୁରା ଛାଲ ଜବତ: ଅଭିଯୁକ୍ତ ଫେରାର

ବୁଗୁଡ଼ା,୨୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଅନ୍ତର୍ଗତ ସଙ୍କୁରୁ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ଏକ୍ସେଲ ଗାଡ଼ିରୁ ବାର୍‌ହା ଓ କୁଟୁରା ଛାଲ ଏବଂ ୨୫୦ ଗ୍ରାମ ମାଂସ...

ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି...

ଲାଞ୍ଚ ନେଇ କନିଷ୍ଠ କିରାଣି ଗିରଫ

କଟକ ଅଫିସ,୧୩।୩: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ କଟକ କାଜିବଜାରସ୍ଥିତ ଭକ୍ତମଧୁ ବିଦ୍ୟାପୀଠର କନିଷ୍ଠ କିରାଣି ନାରାୟଣ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ବିଭାଗ ଗିରଫ...

୫ ମାସ ପରେ ହେଲ୍ପ ଡେସ୍କ ଚଳଚଞ୍ଚଳ

ଅନୁଗୋଳ ଅଫିସ, ୧୭।୬ ଚିକିତ୍ସାରେ ସହଯୋଗ ସହ ଚିକିତ୍ସାଳୟର ମାନ ବଢ଼ାଇବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ହେଲ୍ପ ଡେସ୍କ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିଲା। ତେବେ...

ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲିଥିଲା କଂକ୍ରିଟ୍‌ ଖଣ୍ଡ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ୍‌ରେ ଝୁଲି ରହିଥିଲା ବଡ଼ କଂକ୍ରିଟ୍‌ ଖଣ୍ଡ। ତଳେ ଯାତାୟାତ ଚାଲିଥିବାବେଳେ ମୁଣ୍ଡ ଉପରେ ଚାହିଁ ରହିଥିଲା ବଡ଼ ବିପଦ। ନା...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ

ସୋହେଲା,୪।୪(ଡି.ଏନ.ଏ.)-ବରଗଡ ଜିଲା ସୋହେଲା ଦୁର୍ଗା ପୂଜା କମିଟିର ମା ଗୌରୀ ଦେବୀ ଟ୍ରଷ୍ଟ ତରଫରୁ ଶନିବାର ପୂର୍ବାହ୍ନରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ...

ଅସମ୍ଭାଳ ଶୀତ, ଥରୁଛି ବଲାଙ୍ଗୀର

ବଲାଙ୍ଗୀର ଅଫିସ, ୨୭ା୧୨: ବଲାଙ୍ଗୀରରେ ଶୀତର ପ୍ରକୋପ ଦେଖାଯାଉଛି। କିଛିଦିନ ହେଲା ପ୍ରବଳ ଶୀତ ଯୋଗୁଁ ସନ୍ଧ୍ୟା ୬ଟାରୁ ରାସ୍ତାଘାଟ ଶୂନଶାନ ହୋଇପଡୁଛି। ଲୋକେ ଅତି...

‘ଦେଶର ୩୨ ପ୍ରମୁଖ ବ୍ୟାଘ୍ର କରିଡରକୁ ସମୃଦ୍ଧ କରାଯିବା ଉଚିତ’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ଓଡ଼ିଶା ପରିବେଶ ସମିତିର ୩୯ତମ ପ୍ରତିଷ୍ଠା ଦିବସ ଏବଂ ପୁରସ୍କାର ପ୍ରଦାନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ସମିତିର ସଭାପତି ସୁନ୍ଦର ନାରାୟଣ...

Advertisement
Archives

Model This Week