ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ। ୩ ବର୍ଷ ମଧ୍ୟରେ କୃତକାର୍ଯ୍ୟ ନ ହେଲେ ପୁଣିଥରେ ଇଣ୍ଟରନାଲ ପରୀକ୍ଷା ଦେବେ। CHSE ସିଲାବସ କମିଟି ମିଟିଂରେ ନୂଆ ନିୟମକୁ ଅନୁମୋଦନ ମିଳିଛି। ତେବେ ଏହି ନୂଆ ନିୟମ ୨୦୨୭ରୁ ଲାଗୁ ନେଇ ସୂଚନା ମିଳିଛି।

Odisha’s No.1 Odia Daily

Share