ନିଯୁକ୍ତି ପରୀକ୍ଷାକୁ ନେଇ ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଅନିୟମିତତା କଲେ ଦୋଷୀଙ୍କୁ ମିଳିବ…

ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍‌ ବୈଠକରେ ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ କହିଛନ୍ତି, ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଅନିୟମିତତା କଲେ ଦୋଷୀଙ୍କୁ ୫ ବର୍ଷ ଜେଲ୍‌ ଦଣ୍ଡାଦେଶ ସହ ୧୦ ଲକ୍ଷ ଟଙ୍କା ଜରିମାନା ଦେବାକୁ ପଡ଼ିବ। ପରୀକ୍ଷା କରୁଥିବା ସର୍ଭିସ ପ୍ରୋଭାଇଡରଙ୍କୁ ୧ କୋଟି ଟଙ୍କା ଜରିମାନା ହେବ। ଏହି ନିୟମ OPSC, OSSC, OSSSC ଆଦି ପରୀକ୍ଷା ପାଇଁ ଲାଗୁ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?