ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦ରୁ ସବୁ ବିଦ୍ୟାଳୟରେ…

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଆସନ୍ତା ୨୦ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶତପ୍ରତିଶତ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ୟୁନିଫାଏଡ୍‌ ଅଟୋମେଶନ ସିଷ୍ଟମ (ୟୁଏଏସ୍‌) ମଡ୍ୟୁଲ ଉପସ୍ଥାନ ଲାଗୁହେବ। ଏନେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ ମଙ୍ଗଳବାର ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ମାର୍ଚ୍ଚରେ ସମସ୍ତ ଜିଲା, ବ୍ଲକ୍‌ ଓ କ୍ଲଷ୍ଟରସ୍ତରରେ ମାଷ୍ଟର ଟ୍ରେନରଙ୍କ ଦ୍ୱାରା ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଡିଷ୍ଟ୍ରିକ୍ଟ ପ୍ରୋଗ୍ରାମର, ବ୍ଲକ୍‌ ଏମ୍‌ଆଇଏସ୍‌ପିସି ଏବଂ ସିଆର୍‌ସିସିମାନେ ଯୋଗଦେଇଥିଲେ। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ତଥ୍ୟ ଓ ଉପସ୍ଥାନ ସମେତ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯାଞ୍ଚ କରିବାକୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। କଟକ ଓ ଅନୁଗୋଳ ଜିଲା ଶିକ୍ଷାଧିକାରୀ ଏହି କାର୍ଯ୍ୟକୁ ସଫଳ କରିଥିବାରୁ ଉଭୟଙ୍କୁ ପ୍ରଶଂସା କରାଯିବା ସହ ଅନ୍ୟ ଜିଲା ଶିକ୍ଷାଧିକାରୀମାନେ ୨୦ ତାରିଖ ସୁଦ୍ଧା ୟୁଏଏସ୍‌ ଉପସ୍ଥାନ କାର୍ଯ୍ୟକାରୀ କରିବାକୁ ଓସେପା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?