Posted inଜାତୀୟ

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥଥିବା ସୂଚନା ମିଳିଛି।

କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଅନେକ ଯୋଜନା ଚଳାଇଛନ୍ତି, ଯାହା ଲକ୍ଷ ଲକ୍ଷ ଚାଷୀଙ୍କୁ ସିଧାସଳଖ ଲାଭ ପହଞ୍ଚାଉଛି। ଆଜି ମଧ୍ୟ ଦେଶର ଅନେକ ଚାଷୀ ଆର୍ଥିକ ଭାବରେ ଅସୁରକ୍ଷିତ ଅଛନ୍ତି। ତେଣୁ ସେମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ, ଚାଷୀମାନେ ପ୍ରତିବର୍ଷ ୬୦୦୦ ଅନୁଦାନ ପାଆନ୍ତି। ଏହା ତିନୋଟି କିସ୍ତିରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଏ।

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri