ଦାନା ବାନ୍ଧୁଛି ବଡ଼ ଲଘୁଚାପ! ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୫।୫: ରାଜ୍ୟରେ ଆହୁରି ଦୁଇ ଦିନ ରହିବ କାଳବୈଶାଖୀ ପ୍ରଭାବ । ଫଳରେ ଆଜି କେତେକ ଜିଲାରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାୟଗଡ଼ା, ସୋନପୁର, ବୌଦ୍ଧ ଓ ଦେବଗଡ଼କୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଜିଲାକୁ ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି । ଆଲର୍ଟ ଜାରି କରାଯାଇଥିବା ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

ସେପଟେ ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ବଡ଼ ଲଘୁଚାପ! ମେ ୧୭ରୁ ୨୩ ତାରିଖ ମଧ୍ୟରେ ଗୋଟିଏ ସାଇକ୍ଲୋଜେନେଶିସ ବା ଗଭୀର ଆବପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଅନୁମାନ କରୁଛି । ତେବେ ପାଣିପାଗ ବିଶେଷଜ୍ଞ କହିଛନ୍ତି, ମେ ୨୧ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୨ରେ ଲଘୁଚାପ ଓ ପରେ ଗଭୀର ଅବପାତରେ ପରିଣତ ହେବ। ସ୍ବାଭାବିକ ସମୟର ପ୍ରାୟ ୩ ଦିନ ପୂର୍ବରୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଆଣ୍ଡାମାନକୁ ଆସିବ ବୋଲି ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏବେ ଆଣ୍ଡାମାନକୁ ପୂର୍ବ ଦିଗରୁ ଆସୁଥିବା ବାୟୁ ଦୁର୍ବଳ ହେଉଛି। ପଶ୍ଚିମା ବାୟୁ ପ୍ରବାହ ବଢୁଛି। ଯାହା ମୌସୁମି ଆଗମନରେ ସହାୟକ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri