ଭୁବନେଶ୍ୱର,୩।୬: ଫ୍ଲିପ୍କାର୍ଟର ବହୁପ୍ରତୀକ୍ଷିତ ‘ବିଗ୍ ଏଣ୍ଡ୍ ଅଫ୍ ସିଜନ ସେଲ୍-୨୦୨୪’ର ଶୁଭାରମ୍ଭ ନିକଟରେ ହୋଇଯାଇଛି, ଫ୍ୟାଶନର ଅନ୍ୟତମ ସର୍ବବୃହତ୍ ସେଲିବ୍ରେଶନ ‘ବିଗ୍ ଏଣ୍ଡ୍ ଅଫ୍ ସିଜନ ସେଲ୍’ ଗ୍ରାହକଙ୍କୁ ଏକ ବିସ୍ତୃତ ଶୃଙ୍ଖଳାର ଟ୍ରେଣ୍ଡି ଷ୍ଟାଇଲ, ପ୍ରିମିୟମଗୁଡିକୁ ସେବା ଯୋଗ୍ୟ ସମସ୍ତ ପିନ୍କୋଡରେ ଡେଲିଭରି କରାଯିବ। ଏ ସମ୍ପର୍କରେ ଫ୍ଲିପ୍କାର୍ଟ ଫ୍ୟାଶନର ମୁଖ୍ୟ ଓ ଉପାଧ୍ୟକ୍ଷ ଆରିଫ୍ ମହମ୍ମଦ କହିଛନ୍ତି, ସିଜନ ପରେ ସିଜନ ଫ୍ଲିପ୍କାର୍ଟର ବିଗ୍ ଏଣ୍ଡ୍ ଅଫ୍ ସିଜନ ସେଲ୍ କେବଳ ଏକ ଫ୍ୟାଶନ ସପିଂ ଇଭେଣ୍ଟ ନୁହେଁ ବରଂ ଏହା ଏକ ଉତ୍ସବ ହୋଇଥିଲାବେଳେ ଆମକୁ ଆମର ଗ୍ରାହକଙ୍କ ପାଇଁ ଖୁସି ଆଣିବା ଲାଗି ଏହା ଏକ ସୁଯୋଗ ଦେଇଛି, କାରଣ ଆମେ ସର୍ବୋତ୍ତମ ମୂଲ୍ୟ ପ୍ରଦାନ କରିବା ଏବଂ ଶୀର୍ଷ ବ୍ରାଣ୍ଡ୍ଗୁଡିକରୁ ଟ୍ରେଣ୍ଡି ଷ୍ଟାଇଲର ବିସ୍ତୃତ ଶୃଙ୍ଖଳା ପ୍ରଦାନ କରିବା ଜାରି ରଖିଛୁ।
ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ
ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି
କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…
ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା
ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…
ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ
ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍ ଉଦ୍ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…
ଡେଭିିସ କପ୍ରେ ଭାରତକୁ ହରାଇଲା କୋରିଆ
ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍
ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

