ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବଡ଼ ବିସ୍ଫୋରଣ: ୨୫ ମୃତ, ୪୦ ଆହତ

ଇସଲାମାବାଦ୍‌,୭।୨: ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବୁଧବାର ବାଲୁଚିସ୍ତାନ ପ୍ରଦେଶର ଜଣେ ସ୍ବାଧୀନ ପ୍ରାର୍ଥୀଙ୍କ ନିର୍ବାଚନ କାର୍ଯ୍ୟାଳୟ ବାହାରେ ଏକ ବଡ଼ ଧରଣର ବୋମା ବିସ୍ଫୋରଣ ଘଟିଛି। ଏଥିରେ ୨୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଲୋକ ଆହତ ହୋଇଥିଲେ। ବାଲୁଚିସ୍ତାନର ପିସିନ ଜିଲ୍ଲାର ଖାନୋଜାଇ ଅଞ୍ଚଳରେ ସ୍ବାଧୀନ ପ୍ରାର୍ଥୀ ଆସଫନ୍ଦୟାର୍‌ ଖାନ କାକରଙ୍କ କାର୍ଯ୍ୟାଳୟ ବାହାରେ ଏହି ବିସ୍ଫୋରଣ ଘଟିଛି।
ସୂଚନାଯୋଗ୍ୟ, ଫେବୃଆରୀ ୮ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏହାପୂର୍ବରୁ ବାଲୁଚିସ୍ତାନରେ ହିଂସା ଚରମ ସୀମାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri