Posted inଜାତୀୟ

ଦିଓ୍ବାଲୀ ପୂର୍ବରୁ କୃଷକଙ୍କୁ ବଡ଼ ଉପହାର, ଆଜି ଆକାଉଣ୍ଟକୁ ଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ପୂର୍ବରୁ ଚାଷୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି। ଆଜି, ଅକ୍ଟୋବର ୧୧, ୨୦୨୫, ସେ ଦେଶର ଚାଷୀଙ୍କ ପାଇଁ ୪୨,୦୦୦ କୋଟି ଟଙ୍କାର ନୂତନ ଯୋଜନା ଆରମ୍ଭ କରିବେ, ଯାହା ସେମାନଙ୍କୁ ସିଧାସଳଖ ଲାଭ ଦେବ। ଏହି ସୂଚନା ଦେଇ କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ କହିଛନ୍ତି ଯେ ଏହି ଅବସରରେ ପ୍ରଧାନମନ୍ତ୍ରୀ ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମ ଆରମ୍ଭ କରିବେ: ପ୍ରଧାନମନ୍ତ୍ରୀ ଧନ ଧନ୍ୟ କୃଷି ଯୋଜନା ଏବଂ ଡାଲି ପାଇଁ ଆତ୍ମର୍ନିଭରତା ମିଶନ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri