ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା

ଭୁବନେଶ୍ୱର,୧୨।୭: ମୁଣ୍ଡରେ ନାଲି ଗାମୁଛା, ଦେହରେ ମାଟିଆ ପୋଷାକ। ଘର ଆଠମଲ୍ଲିକ। ରାଜ୍ୟ ରାଜନୀତିକୁ ହୁଲସ୍ତୁଲ କରୁଛନ୍ତି ଏହି ନେତା। ଏହି ନେତାଜଣକ ୪ଦିନ ଧରି ରାଜ୍ୟରେ ଡ୍ରାଇଭର ସଂଘ ଆନ୍ଦୋଳନକୁ ଆଗକୁ ବଢାଉଛନ୍ତି। ବଡ଼ବଡ଼ ନେତାଙ୍କ ଠାରୁ ମନ୍ତ୍ରୀ ଯାଏ ଓଡ଼ିଶା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କୁ ବୁଝାଇବା ପାଇଁ ଫୋନ କରୁଛନ୍ତି। ତେବେ ସତରେ କ’ଣ ଜଣେ ବ୍ୟକ୍ତି ଏତେ ପାଓ୍ବାରଫୁଲ୍‌ ହୋଇପାରେ? ଯିଏ ୪ଦିନ ଧରି ରାଜ୍ୟ ରାଜନୀତିକୁ ସରଗରମ କରି … Continue reading ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା