ପୁରୀ ସମୁଦ୍ରରେ ବଡ଼ ଅଘଟଣ: ବୁଡ଼ିଗଲେ କ୍ରିକେଟ୍‌ର ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ, ଭାଉଜ

ପୁରୀ,୨୬।୫:ପୁରୀ ସମୁଦ୍ରରେ ବଡ଼ ଅଘଟଣ। ବୁଡିଗଲେ ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ। ପୁରୀ ବେଳାଭୂମିରେ ୱାଟର ସ୍ପୋର୍ଟସ ଆକ୍ଟିଭିଟି ବେଳେ ଏହି ଦୁର୍ଘଟଣା ଘଟିଛି। ସ୍ପିଡ୍‌ ବୋଟରେ ବୋଟିଂ କଲାବେଳେ ବୋଟ୍‌ ଓଲଟି ଦୁର୍ଘଟଣା ଘଟିଛି। ଉକ୍ତ ବୋଟରେ ଥିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସେହ୍ନାଶିଷ ଗାଙ୍ଗୁଲି, ଭାଉଜ ଅର୍ପିତା ଗାଙ୍ଗୁଲି । ତେବେ ବେଳାଭୂମିରେ ଉପସ୍ଥିତ ଥିବା ଲାଇଫଗାର୍ଡଙ୍କ ପାଇଁ ବଡ଼ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯାଇଥିଲେ ଗାଙ୍ଗୁଲିଙ୍କ ଭାଇ ଓ ଭାଉଜ ।

ସୂଚନା ଅନୁସାରେ ଶନିବାର ସନ୍ଧ୍ୟାରେ ସମୟରେ ପୁରୀ ଲାଇଟ ହାଉସ ନିକଟ ବେଳାଭୂମି ନିକଟରେ ଏହି ଅଭାବନୀୟ ଘଟଣା ଘଟିଥିଲା । ଏକ ସ୍ପିଡ ବୋଟରେ ପର୍ଯ୍ୟଟକଙ୍କୁ ବସାଇ ୱାଟର ସ୍ପୋର୍ଟସ ଆକ୍ଟିଭିଟି କରିବା ବେଳେ ସ୍ପିଡ ବୋଟ୍‌ଟି ହଠାତ୍‌ ଓଲଟି ପଡିଥିଲା । ବୋଟରେ ଥିବା ପର୍ଯ୍ୟଟକ ବୋଟ ତଳେ କିଛି ସମୟ ପାଇଁ ଚାପି ହୋଇ ରହିଯାଇଥିଲେ । ତେବେ ସେଠାରେ ଥିବା ଘରୋଇ ଲାଇଫ୍‌ଗାର୍ଡ ତୁରନ୍ତ ସମୁଦ୍ର ଭିତରକୁ ଯାଇ ବୋଟ ତଳେ ଫସି ରହିଥିବା ପର୍ଯ୍ୟଟକଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri